Posted inଖେଳ

ଟସ୍‌ ଜିତି ନେଦରଲ୍ୟାଣ୍ଡର ବୋଲିଂ ନିଷ୍ପତ୍ତି…

ହାଇଦ୍ରାବାଦ,୬।୧୦: ଦିନିକିଆ ବିଶ୍ୱକପ୍‌ ଦ୍ୱିତୀୟ ମ୍ୟାଚରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ ମଧ୍ୟରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯାଉଛି। ବର୍ତ୍ତମାନର ବିଶ୍ୱକପ୍‌ରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ ମଧ୍ୟରେ ଏହା ପ୍ରଥମ ମ୍ୟାଚ। ନେଦରଲ୍ୟାଣ୍ଡର ଅଧିନାୟକ ସ୍କଟ ଏଡୱାର୍ଡସ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆମନ୍ତ୍ରଣ ପାଇ ପାକିସ୍ତାନ ବ୍ୟାଟିଂ କରିବାକୁ ପଡିଆକୁ ଓହ୍ଲାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri