Posted inଖେଳ

ଏମର୍ଜିଂ ଏସିଆ କପ୍‌: ପାକିସ୍ତାନ ‘ଏ’ ଚାମ୍ପିୟନ

କଲମ୍ବୋ,୨୩ା୭: ଏମର୍ଜିଂ ଏସିଆ କପ୍‌ ଫାଇନାଲରେ ପାକିସ୍ତାନ ‘ଏ’ ଚମତ୍କାର ପ୍ରଦର୍ଶନ କରି ଭାରତ ‘ଏ’କୁ ପରାସ୍ତ କରିଛି। ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ହେଲେ ଆମନ୍ତ୍ରଣ ପାଇ ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୩୫୨ ରନ୍‌ କରିଥିଲା। ଫଳରେ ଭାରତ ଆଗରେ ୩୫୩ ରନ୍‌ର ବିଶାଳ ଟାର୍ଗେଟ ରଖିଥିଲା ପାକିସ୍ତାନ। ଜବାବରେ ଭାରତ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୪୦ ଓଭରରେ ୨୨୪ ରନ୍‌ କରି ଅଲ୍‌ଆଉଟ ହୋଇଯାଇଥିଲା। ଫଳରେ ପାକିସ୍ତାନ ‘ଏ’ ୧୨୮ ରନ୍‌ର ବୃହତ୍‌ ବିଜୟ ସହ ଏମର୍ଜିଂ ଏସିଆ କପ୍‌ର ଚାମ୍ପିୟନ ବିବେଚିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri