ପାକିସ୍ତାନର ଚିନ୍ତା ବଢାଇଲାଣି ଘନ ଘନ ବିଜୁଳି କାଟ

ଇସଲାମାବାଦ,୨୦।୭: ପାକିସ୍ତାନର ଗିଲଗିଟ ବଲ୍ଟିସ୍ତାନ ଅବାମି ଆକ୍ସନ କମିଟି (ଏଏସି)ସ୍କର୍ଦୁ ସହରରେ ବିରୋଧ ପ୍ରଦର୍ଶନ କରିଛି। ଏହାର କାରଣ ହେଉଛି ଉକ୍ତ ଅଞ୍ଚଳରେ ବିଜୁଳି କାଟ ଏକ ନୀୟମିତ ଘଟଣା ପାଲଟି ଗଲାଣି। ଅବାମି ଆକ୍ସନ କମିଟି(ଏଏସି), ବଲ୍ଟିସ୍ତାନ ଜମ୍ମୁ-କଶ୍ମୀର ପିପୁଲ୍ସ ନାଶନାଲ ପାର୍ଟି(ଜେକେପିଏନପି)ସହ ଜଡିତ ଏକ ସାର୍ବଜନିନ ମଞ୍ଚ। ଏଏସି ପକ୍ଷରୁ ଉକ୍ତ ଅଞ୍ଚଳରେ ବାରମ୍ବାର ବିଜୁଳି କାଟିବାକୁ ବିରୋଧ କରି ୧୫ ଜୁଲାଇରେ ପ୍ରଦର୍ଶନ କରାଯାଇଥିଲା ଏବଂ ଗ୍ବାଡି, ହାର୍ପୋ ଓ ସହର ୟାଂଗ ବିଜୁଳି ପରିଯୋଜନାକୁ ବନ୍ଦ କରିବାକୁ ଦାବି କରାଯାଇଥିଲା।

ସ୍କଦୁର୍ର୍ ଅଞ୍ଚଳରେ ଲୋଡ ସେଡିଙ୍ଗ ଶେଷ କରିବାକୁ ତିନୋଟି ବିଦ୍ୟୁତ ପ୍ରକଳ୍ପର କାର୍ଯ୍ୟ ପୁନଃ ଆରମ୍ଭ କରିବାକୁ ଅନୁରୋଧ ସହିତ ବ୍ୟାନର ଧରି ଶହ ଶହ ସ୍ଥାନୀୟ ଲୋକ ବିରୋଧ ପ୍ରଦର୍ଶନରେ ଅଂଶଗ୍ରହଣ କରିଥିଲେ। ବିକ୍ଷୋଭକାରୀଙ୍କୁ ସମ୍ବୋଧିତ କରି ବଲ୍ଟିସ୍ତାନର ଏଏସିର ସଭାପତି ନଜାଫ ଅଲି ସ୍କଦୁର୍ର୍ରେ ବିଦ୍ୟୁତ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ବନ୍ଦ କରିଥିବାରୁ ପ୍ରଶାସନକୁ ସମାଲୋଚନା କରି ଏହା ଅଞ୍ଚଳ ତଥା ଏହାର ଲୋକଙ୍କୁ ଅବହେଳା କରିଥିବା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖିବା ବେଳେ ଠେଲାପେଲାକୁ ନେଇ ମାରପିଟ; ୫ ଆହାତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଭାଲିଆଝୋଳା ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଠେଲାପେଲା । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ…

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri