ଆଫଗାନିସ୍ତାନ ଉପରେ ପାକିସ୍ତାନ ବାୟୁସେନାର ବୋମାମାଡ: ମହିଳା, ଶିଶୁ ସମେତ ୩୦ ମୃତ

ଇସଲାମାବାଦ,୧୭ ।୪: ପାକିସ୍ତାନ ବାୟୁସେନା ଶନିବାର ରାତିରେ ତା’ର ପଡୋଶୀ ଦେଶ ଆଫଗାନିସ୍ତାନ ଉପରେ ବୋମାମାଡ କରିଥିବା ସୂଚନା ମିଳିଛି । ଏହି ବୋମାମାଡରେ ଶିଶୁ ଓ ମହିଳାଙ୍କ ସମେତ ମୋଟ ୩୦ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ପାକିସ୍ତାନ ସେନା ପକ୍ଷରୁ ପାକିସ୍ତାନର ଉତ୍ତର ବଜିରିସ୍ତାନରେ ଆତଙ୍କବାଦୀଙ୍କ ଆକ୍ରମଣରେ ଅତିକମରେ ୮ ସେନାଙ୍କ ମୃତ୍ୟୁ ହେବା ପରେ ପାକିସ୍ତାନ ଏହି ବୋମାମାଡ କରିଛି । ଏହି ଆକ୍ରମଣ ପରେ ତାଲିବାନ ଅସନ୍ତୁଷ୍ଟ ପ୍ରକାଶ କରି ପାକିସ୍ତାନର ରାଷ୍ଟ୍ରଦୂତ ମସୁର ଅହମ୍ମଦ ଖାଁଙ୍କୁ ଆଗକୁ ଏପରି କାର୍ଯ୍ୟ ନ କରିବକୁ ଚେତାବନୀ ଦେଇଛି । ଏହି ଆକ୍ରମଣ ପରେ ପାକିସ୍ତାନ ତହରିକ-ଏ-ତାଲିବାନ(ଟିଟିପି)ଏକ ବୟାନ ଜାରି କରି ଆଫଗାନିସ୍ତାନରେ ପାକିସ୍ତାନ ଆକ୍ରମଣ କରିଥିବା କଥା କହିଛନ୍ତି । ସଙ୍ଗଠନ କହିଛି, ବୋମା ଯୋଗେ ଉଡାଇ ଦେବାକୁ ପ୍ରବାସୀ ଶିବିରକୁ ଟାର୍ଗେଟ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri