ରୁଷିଆର ବାକି ପରିଶୋଧ ନ କରିଥିବାରୁ ଦିଗ ବଦଳାଇଲା ପାକିସ୍ତାନ ଏୟାରଲାଇନ୍ସ

ଇସଲାମାବାଦ,୨୩ ।୬: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନକୁ ପୁଣିଥରେ ଅନ୍ତର୍ଜାତୀୟ ଅପମାନର ସାମ୍ନା କରିବାକୁ ପଡିଛି । ସୂଚନାଯୋଗ୍ୟ, ପାକିସ୍ତାନ ଇଣ୍ଟରନ୍ୟାଶନାଲ ଏୟାରଲାଇନ୍ସ ଦ୍ୱାରା ବାକିଥିବା ରାଶି ପଇଠ ନ କରିଥିବାରୁ ରୁଷିଆ ପାକିସ୍ତାନ ବିମାନକୁ ଓଭରଫ୍ଲାଇଂ କ୍ଲିୟରାନ୍ସ ଦେବାକୁ ମନା କରି ଦେଇଥିଲା । ଏହାପରେ ଇସଲାମାବାଦରୁ ଟୋରଣ୍ଟୋ ଯାଇଥିବା ବିମାନର ଗତିପଥ ପରିବର୍ତ୍ତନ କରିବାକୁ ପଡିଥିଲା ।
ମିଳିଥିବା ସୂଚନା ଅନୁଯାୟୀ, ଏହି ଘଟଣା ୧୭ ଜୁନର ବୋଲି ଜଣାପଡିଛି । ଏକ ଗଣମାଧ୍ୟମର ସୂଚନା ଅନୁଯାୟୀ, ପାକିସ୍ତାନ ଇଣ୍ଟରନ୍ୟାଶନାଲ ଏୟାରଲାଇନ୍ସ ଇସଲାମାବାଦରୁ ଟୋରଣ୍ଟୋ ଯାଉଥିବା ବିମାନକୁ ଓଭରଫ୍ଲାଇଂ କ୍ଲିୟରାନ୍ସ ମିଳି ନ ଥିଲା । ଫଳରେ ବିମାନଟିକୁ ପ୍ରଥମେ କରାଚି ଆଣାଯାଇଥିଲା । ସେଠାରୁ ବିମାନଟିକୁ ରୁଷିଆ ବଦଳରେ ୟୁରୋପୀୟ ଦେଶର ଏୟାର ସ୍ପେଶ ବ୍ୟବହାର କରି ବିମାନଟି ଟୋରଣ୍ଟୋ ପହଞ୍ଚିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri