ଇରାନରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍‌: ୩ ମହିଳା, ୪ ଶିଶୁ ମୃତ

ତେହରାନ,୧୮ା୧: କିଛିଦିନ ପୂର୍ବରୁ ଇରାନ ପାକିସ୍ତାନର ଆତଙ୍କବାଦୀ ବେସ୍‌ ଉପରେ ଆକ୍ରମଣ କରିଥିଲା। ଏହା ପରେ ପାକିସ୍ତାନ ମଧ୍ୟ ଇରାନ ଉପରେ ଆକ୍ରମଣ କରି ନିଜର ରାଗ ଶୁଝାଇଛି।

Iran Strikes Pakistan: ईरान में 'आतंकवादी ठिकानों' पर पाकिस्तान का खुफिया हमला, ऑपरेशन के दौरान कई आतंकी ढेर

ପାକିସ୍ତାନର କ୍ଷେପଣାସ୍ତ୍ର ଆକ୍ରମଣ ସମ୍ପର୍କରେ ସୂଚନା ଇରାନ କହିଛି, ଏହି ଏୟାର ଷ୍ଟ୍ରାଇକ୍‌ରେ ଅତି କମ୍‌ରେ ୭ଜଣଙ୍କର ମୃତ୍ୟୁ ହୋଇଛି। ଏହି ଏୟାର୍‌ଷ୍ଟ୍ରାଇକ୍‌ରେ ୩ ଜଣ ମହିଳା ଏବଂ ଚାରି ଶିଶୁଙ୍କର ମୃତ୍ୟୁ ହୋଇଥିବା ଇରାନର ସୁରକ୍ଷା ଅଧିକାରୀ ସୂଚନା ଦେଇଛନ୍ତି। ଏହି କ୍ଷେପଣାସ୍ତ୍ର ଆକ୍ରମଣ ଇରାନର ସିସ୍ତାନ-ବାଲୁଚିସ୍ତାନ ପ୍ରଦେଶର ଏକ ସୀମାନ୍ତ ଗ୍ରାମରେ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri