ବ୍ରିକ୍ସ ସଦସ୍ୟ ହେବା ପାଇଁ ଆବେଦନ କଲା ପାକିସ୍ତାନ, ଏହି ସଂଗଠନରେ ଆଉ ୬ ଦେଶ ବି ହେବେ ସାମିଲ

ଇସଲାମାବାଦ,୨୨ା୧୧: ବ୍ରିକ୍ସ ସଦସ୍ୟ ହେବା ପାଇଁ ପାକିସ୍ତାନ ଆବେଦନ କରିଛି। ଏହି ସଂଗଠନରେ ଆଉ ୬ଟି ଦେଶ ଯୋଗଦେବେ। ବ୍ରିକ୍ସ ୨୦୧୦ରେ ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଏବଂ ଦକ୍ଷିଣ ଆଫ୍ରିକା ଦ୍ୱାରା ଗଠିତ ହୋଇଥିଲା। ଏହି ଦେଶର ପ୍ରଥମ ଅକ୍ଷରଗୁଡ଼ିକୁ ମିଶାଇ ବ୍ରିକ୍ସକୁ ସଂକ୍ଷିପ୍ତ ନାମ ଦିଆଯାଇଥିଲା। ବିଶ୍ୱର ଜନସଂଖ୍ୟାରେ ଏହି ପାଞ୍ଚଟି ବ୍ରିକ୍ସ ଦେଶର ଅଂଶଗ୍ରହଣ ହେଉଛି ୪୧ ପ୍ରତିଶତ, ବିଶ୍ୱର ବିକାଶରେ ୨୪ ପ୍ରତିଶତ ଏବଂ ବିଶ୍ୱ ବାଣିଜ୍ୟରେ ୧୬ ପ୍ରତିଶତ। ବର୍ତ୍ତମାନ ଆଞ୍ଚଳିକ ତଥା ବିଶ୍ୱ ସଂଗଠନର ଗୁରୁତ୍ୱକୁ ବୁଝି ପାକିସ୍ତାନ ମଧ୍ୟ ବ୍ରିକ୍ସର ସଦସ୍ୟ ହେବାକୁ ଚାହିଁଛି।

ଏହି ଦେଶଗୁଡ଼ିକ ହେଉଛି ଆର୍ଜେଣ୍ଟିନା, ଇଜିପ୍ଟ, ଇଥିଓପିଆ, ଇରାନ, ସାଉଦି ଆରବ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ। ସେମାନଙ୍କର ସଦସ୍ୟତା ୧ ଜାନୁୟାରୀ ୨୦୨୪ରୁ କାର୍ଯ୍ୟକାରୀ ହେବ। ଅର୍ଥାତ୍‌ ଆସନ୍ତା ବର୍ଷ ଆରମ୍ଭରୁ ବ୍ରିକ୍ସରେ ସମୁଦାୟ ୧୧ ଜଣ ସଦସ୍ୟ ରହିବେ। ରୁଷିଆରେ ପାକିସ୍ତାନର ରାଷ୍ଟ୍ରଦୂତ ମହମ୍ମଦ ଖାଲିଦ ଜମାଲି କହିଛନ୍ତି ଯେ, ଏହା ୨୦୨୪ରେ ରୁଷିଆର ଅଧ୍ୟକ୍ଷତାରେ ଏହାର ସଦସ୍ୟ ହୋଇପାରିବ। ସେ ଏଥିପାଇଁ ଆବେଦନ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri