ପାକିସ୍ତାନ ସୈନ୍ୟବାହିନୀ ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ, ୨ ମେଜରଙ୍କ ସମେତ ୬ ମୃତ…

ଇସଲାମାବାଦ, ୨୬।୯ : ପାକିସ୍ତାନରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାଲୁଚିସ୍ତାନରେ ଏକ ସୈନ୍ୟବାହିନୀ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଜିଓ ନ୍ୟୁଜ ରିପୋର୍ଟ ଅନୁଯାୟୀ, ଏହି ଦୁର୍ଘଟଣାରେ ଦୁଇ ସେନା ମେଜରଙ୍କ ସମେତ ୬ଜଣଙ୍କ ମୃତ୍ୟୁ ଘଟିଛି।

ରବିବାର ବିଳମ୍ବିତ ରାତିରେ ହର୍ନାଇ ଜିଲାର ଖୋସ୍ତ ସହର ନିକଟରେ ଏହି ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ, ହେଲିକପ୍ଟରର ଦୁଇଜଣ ପାଇଲଟ ନିଜ ଜୀବନ ରକ୍ଷା କରିବାରେ ସଫଳ ହୋଇଛନ୍ତି।

ଏହି ଦୁର୍ଘଟଣାରେ ମେଜର ଖୁରାମ ଶାହାଜାଦ, ମେଜର ମହମ୍ମଦ ମୁନିବ ଆଫଜାଲଙ୍କ ମୃତ୍ୟୁ ଘଟିଛି। ଏହା ବ୍ୟତୀତ ମୃତକଙ୍କ ମଧ୍ୟରେ ସୁବେଦାର ଅବଦୁଲ ୱାହିଦ, କନଷ୍ଟେବଳ ମହମ୍ମଦ ଇମ୍ରାନ ଖାନ, ନାୟକ ଜଲିଲ ଏବଂ କନଷ୍ଟେବଳ ଶୋଏବ ମଧ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାମାରୀ ସାଜିବ ମାନବାଧିକାର ସଙ୍କଟ

ଜାତିସଂଘ,୨୬।୪: ମହାମାରୀ କରୋନା ବିଶ୍ୱରେ ଦ୍ରୁତ ଗତିରେ ମାନବାଧିକାର ସଙ୍କଟର ରୂପ ନେବାରେ ଲାଗିଛି। ପୂର୍ଣ୍ଣ ଆଜ୍ଞାନୁବର୍ତ୍ତିତା ଦାବି କରୁଥିବା ରାଷ୍ଟ୍ରଗୁଡ଼ିକ ଏହି ଘାତକ ଭୂତାଣୁକୁ...

ଆମେରିକା ହିଂସାକୁ ବିଶ୍ୱବ୍ୟାପୀ ନିନ୍ଦା: କ୍ଷମତା ହସ୍ତାନ୍ତର ଶାନ୍ତିପୂର୍ଣ୍ଣ ଭାବେ ହେବା ଆବଶ୍ୟକ ବୋଲି କହିଲେ ମୋଦି

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୧: ଆମେରିକାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସମର୍ଥକମାନଙ୍କ ଯୋଗୁ ହୋଇଥିବା ହିଂସାକୁ ବିଶ୍ୱବ୍ୟାପୀ ନିନ୍ଦା କରାଯାଇଛି। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ କଡ଼ା ସ୍ବରରେ...

କ୍ଷମା ମାଗିଲେ ମଡେଲ

ଓ୍ବାଶିଂଟନ୍‌,୨।୧୨: ଭାରତୀୟ-ଆମେରିକୀୟ ମଡେଲ ତଥା ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ଅପର୍ଣ୍ଣା ସିଂ ବାରାଣସୀକୁ ସବୁଠାରୁ ଭୟଙ୍କର ସହର କହି ବିବାଦୀୟ ମନ୍ତବ୍ୟ ଦେବା ପରେ ଏବେ...

ୟୁଏନ୍‌ରେ ସ୍ଥାପନ ହେବ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି

ଓ୍ବାଶିଂଟନ,୨ା୧୨: ଡିସେମ୍ବର ୧୪ରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର ଏବଂ ଜାତିସଂଘର ସେକ୍ରେଟାରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ୍‌ ମହାତ୍ମା ଗାନ୍ଧୀଙ୍କ ଏକ ପ୍ରତିମୂର୍ତ୍ତିର ଉଦ୍‌ଘାଟନ...

ଗୁଳିକାଣ୍ଡରେ ୮ ମୃତ

ଇଣ୍ଡିଆନାପଲିସ,୧୭ା୪: ଆମେରିକାର ଇଣ୍ଡିଆନାପଲିସ୍‌ସ୍ଥିତ ବିମାନବନ୍ଦର ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ଘଟିଛି। ଫେଡ୍‌ଏକ୍ସ ଫାସିଲିଟିରେ ଜଣେ ବନ୍ଧୁକଧାରୀ ଆଖିବୁଜା ଗୁଳି ଚଳାଇବାରୁ ୮ ଜଣଙ୍କ...

ଜାତିସଂଘରେ ଚ୍ୟାଲେଞ୍ଜ କରିବ ପାକିସ୍ତାନ

ନୂଆଦିଲ୍ଲୀ ,୬ା୮(ପି.ଟି.): ଜମ୍ମୁ-କଶ୍ମୀରରୁ ଭାରତ ସରକାର ସମ୍ବିଧାନର ୩୭୦ ଓ ୩୫ଏ ଧାରା ଉଚ୍ଛେଦ କରିବା ପରେ ଏହାକୁ ନେଇ ପାକିସ୍ତାନ ପକ୍ଷରୁ ତୀବ୍ର ପ୍ରତିକ୍ରିୟା...

ମୁକ୍ତ ହେବାକୁ ଯାଉଛନ୍ତି ରାଷ୍ଟ୍ରପତିଙ୍କୁ ଗୁଳି କରିଥିବା ଶୁଟର

ଓ୍ବାଶିଂଟନ,୨୮।୯: ୪୦ ବର୍ଷ ତଳେ ଆମେରିକାର ରାଷ୍ଟ୍ରପତି ରୋନାଲ୍ଡ ରେଗାନଙ୍କୁ ଗୁଳି କରିଥିବା ଶୁଟର ଜନ ହିଙ୍କଲେ ଆସନ୍ତା ବର୍ଷ ଜୁନରୁ ସମ୍ପୂର୍ଣ୍ଣ ମୁକ୍ତ ହେବାକୁ...

ଚର୍ଚ୍ଚାରେ ମସ୍କ-ନିକୋଲଙ୍କ ସମ୍ପର୍କ

ଓ୍ବାଶିଂଟନ୍‌, ୨୬।୭: ଆଉ ଏକ ବିବାଦରେ ଯୋଡ଼ି ହୋଇଯାଇଛି ବିଶ୍ୱର ସବୁଠାରୁ ଧନୀ ଏଲନ ମସ୍କ। ଗୁଗଲ କମ୍ପାନୀ ସହ-ପ୍ରତିଷ୍ଠାତା ସେରଗେ ବ୍ରିନ୍‌ ଓ ମସ୍କଙ୍କ...

Advertisement
Archives

Model This Week