ପାକିସ୍ତାନ ବନ୍ୟା: ଉଦ୍ଧାର କାର୍ଯ୍ୟରେ ଲାଗିଥିବା ସେନା ହେଲିକପ୍ଟର ନିଖୋଜ

ଇସଲାମାବାଦ,୨ ।୮: ପାକିସ୍ତାନର ଏକ ସେନା ହେଲିକପ୍ଟର ସୋମବାର ନିଖୋଜ ହୋଇଯାଇଛି । ସେନାର ମିଡିଆ ୱିଙ୍ଗ ଟୁଇଟରରେ ସୂଚନାଦେଇ କହିଛନ୍ତି, ଏଭିଏଶନ ହେଲିକପ୍ଟର ବେଲୁଚିସ୍ତାନର ଲାସବେଲାରେ ବନ୍ୟା ପୀଡିତଙ୍କ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ସମୟରେ ଆକାଶମାର୍ଗରେ ଏଟିସିଠାରୁ ସମ୍ପର୍କ ଛିନ୍ନ ହୋଇଯାଇଥିଲା । ଟୁଇଟରେ କୁହାଯାଇଛି କି ବେଲୁଚିସ୍ତାନରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା କମାଣ୍ଡର ୧୨ କୋର ସହିତ ୬ ଲୋକ ଉକ୍ତ ହେଲିକପ୍ଟରରେ ଥିଲେ । ଏବେ ନିଖୋଜ ହେଲିକପ୍ଟରକୁ ଖୋଜା ଚାଲିଛି ।
ସୂଚନାଯୋଗ୍ୟ, ପାକିସ୍ତାନ ବାୟୁସେନା(ପିଏଏଫ୍‌)ବେଲୁଚିସ୍ତାନର ବନ୍ୟା ପ୍ରଭାବିତ ଅଞ୍ଚଳରେ ସକ୍ରିୟ ଭାବେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି । ଏହି ସମୟରେ ସେନା ହେଲିକପ୍ଟର ପ୍ରଭାବିତ ଅଞ୍ଚଳରେ ଅଟା, ଘିଅ, ଚିନି, ଡାଲି, ଚା’, ଔଷଧ ସହ ୧୬,୯୯୫ ପାଉଣ୍ଡର ରିଲିଫ ସାମଗ୍ରୀ ପହଞ୍ଚାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ…

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

କଲେଜରୁ ଫେରୁଥବା ବେଳେ ଯୁବତୀଙ୍କୁ ଅପହରଣ: କାର ଭିତରକୁ ନେଇ..

ପାଟକୁରା,୬।୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ଅଧୀନ କୁଳତୁଠୀ ଅରକ୍ଷିତ ଦାସଙ୍କ ମନ୍ଦିର ନିକଟ ନଦୀ ବନ୍ଧଗଡା ନିକଟର ଜଣେ ଯୁବତୀଙ୍କୁ ଅପହରଣ କରାଯାଇଛି।…

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri