ପାକିସ୍ତାନରେ ପବ୍‌ଜି ହେଲା ବ୍ୟାନ୍‌, ଜାଣନ୍ତୁ କାରଣ

ଲାହୋର,୩।୭: ପାକିସ୍ତାନରେ ଅସ୍ଥାୟୀ ଭାବେ ଲୋକପ୍ରିୟ ଅନ୍‌ଲାଇନ୍‌ ଗେମ୍‌ ପବ୍‌ଜି ଉପରେ ରୋକ ଲଗାଯାଇଛି। ବିଶେଷକରି ଶିଶୁ ତଥା ନାବାଳକମାନେ ଏହାକୁ ଖେଳିବା ଲାଗି ପାଗଳ ପ୍ରାୟ ହୋଇଯାଉଛନ୍ତି। ଏପରିକି କେହି କେହି ଆତ୍ମହତ୍ୟା କରିବାକୁ ପଛାଉ ନାହାନ୍ତି। ଏ ନେଇ ଅଭିଯୋଗ କରିବା ପରେ ବୁଧବାର ପାକିସ୍ତାନରେ ଏହାକୁ ନିଷିଦ୍ଧ କରାଯାଇଛି।

ପାକିସ୍ତାନ ଟେଲିକମ୍ୟୁନିକେଶନ ଅଥରିଟି(ପିଟିଏ) କହିଛି, ପବ୍‌ଜି ଖେଳିବା ଦ୍ୱାରା ପିଲାମାନଙ୍କର ଶାରୀରିକ ଏବଂ ମନୋବୈଜ୍ଞାନିକ ସ୍ବାସ୍ଥ୍ୟ ଉପରେ ନକରାତ୍ମକ ପ୍ରଭାବ ପଡ଼ିଥାଏ। ହାଇକୋର୍ଟରେ ଏହି ମାମଲାରେ ଜୁଲାଇ ୯ ତାରିଖରେ ଶୁଣାଣି କରାଯିବ। ସେବେ ପର୍ଯ୍ୟନ୍ତ ଏହାକୁ ବ୍ୟାନ୍‌ କରି ଦିଆଯାଇଛି।

ନିକଟରେ ଜଣେ ୧୬ ବର୍ଷର ଜଣେ ନାବାଳକ ପବ୍‌ଜିରେ ଦିଆଯାଇଥିବା ଟାସ୍କ ପୂରଣ କରି ନ ପାରିବା ଯୋଗୁ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ଗ୍ରହଣ କରିଥିଲେ। ତାଙ୍କ ଶୋଇବା ଖଟରୁ ମୋବାଇଲ୍‌ ଫୋନ୍‌ ଜବତ କରାଯାଇଥିଲା। ଏହାକୁ ଏବେ ଫରେନ୍‌ସିକ୍‌ ଟିମ୍‌କୁ ଦିଆଯାଇଛି। ଏହାପରେ ଲାହୋର ପୋଲିସ ଏହି ଖେଳ ଉପରେ ନିଷେଧାଦେଶ ଜାରି କରିବାକୁ ସୁପାରିସ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri