ପାକିସ୍ତାନ ବିସ୍ଫୋରଣ ମୃତ୍ୟୁସଂଖ୍ୟା ୫୪କୁ ବୃଦ୍ଧି

ପେଶାଓ୍ବର,୧।୮: ପାକିସ୍ତାନର ଖାଇବର ପଖତୁନ୍‌ଖ୍ବା ପ୍ରଦେଶରେ ଏକ ରାଜନୈତିକ ଦଳର ସମ୍ମିଳନୀ ବେଳେ ହୋଇଥିବା ଆତ୍ମଘାତୀ ଆକ୍ରମଣରେ ମୃତ୍ୟୁସଂଖ୍ୟା ସୋମବାର ୫୪କୁ ବୃଦ୍ଧି ପାଇଛି। ଆକ୍ରମଣ ପଛରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଧରିବା ପାଇଁ ପୋଲିସ ପକ୍ଷରୁ ତନାଘନା ଜାରି ରହିଛି। ଆକ୍ରମଣ ପଛରେ ଆତଙ୍କବାଦୀ ସଂଗଠନ ଆଇଏସ୍‌ ସମ୍ପୃକ୍ତ ଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୂର୍ବରୁ ଆଇଏସ୍‌ର ସ୍ଥାନୀୟ ଶାଖା ଜେୟୁଆଇ-ଏଫ୍‌ ଦଳର ନେତାଙ୍କ ଉପରେ ଆକ୍ରମଣ କରିଥିଲା। ରବିବାର ଅପରାହ୍ନରେ ଏହି ଦଳ ପକ୍ଷରୁ ବଜାଉର ଜିଲାର ଖାର୍‌ଠାରେ ସମ୍ମିଳନୀ ଚାଲିଥିବାବେଳେ ସେଥିରେ ୪୦୦ରୁ ଊର୍ଦ୍ଧ୍ୱ ଦଳୀୟ କର୍ମୀ ଓ ସମର୍ଥକ ଯୋଗ ଦେଇଥିଲେ। ଏହି ସମୟରେ ମଞ୍ଚ ନିକଟରେ ଜଣେ ନିଜକୁ ବିସ୍ଫୋରଣରେ ଉଡ଼ାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୨ ପର୍ଯ୍ୟନ୍ତ ଏହି ରାଶିକୁ କଲବଲ କରିବେ ଶନି! ଆଉ ୨ ରାଶି ହେବେ ପ୍ରଭାବିତ, ଜାଣି ନିଅନ୍ତୁ…

ନ୍ୟାୟର ଦେବତା ହେଉଛନ୍ତି ଶନି । ସାଡେ ସତୀ ସମୟରେ କିଛି ରାଶି ଉପରେ ତାଙ୍କର କଠୋର ଦୃଷ୍ଟି ପକାଇଥାନ୍ତି। ବର୍ତ୍ତମାନ ତିନୋଟି ରାଶି ଶନି ସାଡେ…

ସୋସିଆଲ ମିଡିଆରେ ଫସାଇ ୧୮୦ ନାବାଳିକାଙ୍କୁ ଯୌନ ଶୋଷଣ

ଅମରାବତୀ,୧୬ା୪: ସୋସିଆଲ ମିଡିଆ ସ୍ନାପ୍‌ଚାଟ୍‌ ଏବଂ ହ୍ବାଟ୍ସଆପ୍‌ ଜରିଆରେ ସମ୍ପର୍କ ବଢ଼ାଇବା ପରେ ଯୁବତୀ ଓ ନାବାଳିକାମାନଙ୍କୁ ଯୌନଶୋଷଣ କରାଯାଇଛି। ଏହାସହ ଯୌନକ୍ରିୟାର ଭିଡିଓ ଉତ୍ତୋଳନ କରି…

ଜାତୀୟ ମହିଳା ସଂରକ୍ଷଣ ବିଲ୍‌କୁ ବିଜେଡିର ସମର୍ଥନ

ଭୁବନେଶ୍ୱର,୧୬ା୪(ସୁନିତ୍‌ ମିଶ୍ର): ମହିଳା ସଂରକ୍ଷଣ ଓ ମହିଳା ସଶକ୍ତୀକରଣ କ୍ଷେତ୍ରରେ ସାରା ଦେଶରେ ବିଜୁ ପଟ୍ଟନାୟକ ଜଣେ ଅଗ୍ରଦୂତ ଥିଲେ। ବିଜେଡି ସବୁବେଳେ ବିଧାନସଭା ଓ ପାର୍ଲାମେଣ୍ଟରେ…

ରାଇକିଆ ଆଦର୍ଶ ବିଦ୍ୟାଳୟର ୧୦ମ ପରୀକ୍ଷା ଫଳାଫଳ: ସ୍ନେହାଶିଷ ପଣ୍ଡା ଟପ୍ପର

ରାଇକିଆ,୧୬।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ସ୍ନେହାସିଶ ପଣ୍ଡା ସିବିଏସ୍‌ଇର ୧୦ମ ଶ୍ରେଣୀ ପରୀକ୍ଷାରେ ୯୭.୬% ମାର୍କ ରଖି ଟପ୍ପର ହୋଇ…

ଧାନମଣ୍ଡି ପାଇଁ ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ କେବାଡ଼ ଗ୍ରାମରେ ଏକ ଧାନମଣ୍ଡି ଖୋଲିବାକୁ ଦାବି ହୋଇଛି। ଏହି ଦାବି ନେଇ ବୁଧବାର ଗ୍ରାମର ଚାଷୀମାନେ…

ରାସ୍ତା ନ ଥିବାରୁ ରନ୍ଧା ସାମଗ୍ରୀ ଧରି ଧାରଣା ବସିଲେ ପଡ଼ାବାସୀ

ବରଗଡ଼,୧୬ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା ଗ୍ରାମର ନୂଆଁପଡ଼ା। ଦୀର୍ଘ ୭ବର୍ଷ ପୂର୍ବରୁ ଲୋକେ ଏଠାରେ ବସତି ସ୍ଥାପନ କରିଛନ୍ତି। ଏହି ପଡ଼ାରେ…

ହର୍ମୁଜକୁ ନେଇ ଇରାନ ଆଗରେ ସର୍ତ୍ତ ରଖିଦେଲେ ଟ୍ରମ୍ପ, ନ ମାନିଲେ ହେବ ବଡ଼ ଯୁଦ୍ଧ

ଓ଼୍ବାଶିଂଟନ,୧୬।୪: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମାପ୍ତ କରିବା ପାଇଁ କୂଟନୈତିକ ପ୍ରୟାସ ପୁଣି ଆରମ୍ଭ ହୋଇଛି। ଉଭୟ ଦେଶ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା…

ସିବିଏସ୍‌ଇ ଦଶମ ପାସ୍‌ ହାର ୯୩.୭୦%

ଭୁବନେଶ୍ୱର,୧୬ା୪(ସୁଚିସ୍ମିତା ସାହୁ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ସର୍ବ ଭାରତୀୟସ୍ତରରେ ଦଶମ ପାସ୍‌ ହାର ୯୩.୭୦% ରହିିଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri