ପାକିସ୍ତାନରେ ବିସ୍ଫୋରଣ: ମୃତ୍ୟୁ ସଖ୍ୟା ୩୯କୁ ବୃଦ୍ଧି

ପେଶାଓ୍ବର,୩୦ା୭: ଆଫଗାନିସ୍ତାନ ସୀମାକୁ ଲାଗିଥିବା ପାକିସ୍ତାନର ଖାଇବର ପଖତୁନ୍‌ଖ୍ବା ପ୍ରଦେଶ ଅଧୀନ ଏକ ଆଦିବାସୀ ଜିଲାରେ ରବିବାର ଆତ୍ମଘାତୀ ବିସ୍ଫୋରଣ ଘଟି ମୃତ୍ୟୁ ସଖ୍ୟା ୩୯କୁ ବୃଦ୍ଧି ଘଟିଛି। ୧୨୩ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ୧୭ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ହସ୍ପିଟାଲ ସୂତ୍ରରୁ କୁହାଯାଇଛି।

ବଜାଉର ଆଦିବାସୀ ଜିଲାର ସଦର ମହକୁମା ଖାର୍‌ଠାରେ ରାଜନୈତିକ ଦଳ ଜାମିଆତ୍‌ ଉଲେମା-ଇ-ଇସ୍‌ଲାମ-ଫଜଲ (ଜେୟୁଆଇ-ଏଫ୍‌)ର ଏକ ସମ୍ମିଳନୀ ଚାଲିଥିବା ବେଳେ ବିସ୍ଫୋରଣ ଘଟିଥିଲା। ସମ୍ମିଳନୀରେ ୪୦୦ରୁ ଅଧିକ ଦଳୀୟ କର୍ମୀ ଓ ସମର୍ଥକ ଉପସ୍ଥିତ ଥିଲେ। ଦଳର କେନ୍ଦ୍ରୀୟ ନେତୃତ୍ୱ ପହଞ୍ଚିବାକୁ କର୍ମୀମାନେ ଅପେକ୍ଷା କରିଥିବା ବେଳେ ହଠାତ୍‌ ଏହି ବିସ୍ଫୋରଣ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

Apple ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri