Posted inଜାତୀୟ

ଖୋଲାରେ ୧୦ କ୍ୱିଣ୍ଟାଲ ହେରୋଇନ ଜଳାଇ ଦେଲା ପାକିସ୍ତାନ, ବେହାଲ ହେଲା ଭାରତର ଗାଁ

ଚଣ୍ଡିଗଡ଼,୨୦ ।୭: ଅମୃତସରକୁ ଲାଗିଥିବା ପାକିସ୍ତାନ ସୀମାରେ ପାକିସ୍ତାନର ଅଧିକାରୀମାନେ ପାଖାପାଖି ୧୦ କ୍ୱିଣ୍ଟାଲ ହେରୋଇନ ସହ ଆହୁରି କିଛି ଅବକାରୀ ଜିନିଷ ଜଳାଇ ଦେବା ଫଳରେ ଆକାଶ କଳା ଧୂଆଁରେ ଭର୍ତ୍ତି ହୋଇ ଯାଇଥିଲା । ଆଉ ଏହାର ଗନ୍ଧ ସୀମାରେ ଥିବା ଭାରତୀୟ ଗାଁରେ ପ୍ରବେଶ କରିଥିଲା । ଗଣମାଧ୍ୟମର ସୂଚନା ଅନୁଯାୟୀ, ଇଣ୍ଟିଗ୍ରେଟେଡ ଚେକ୍ ପୋଷ୍ଟର ଜିରୋ ଲାଇନ ପରେ ୮୦୦ ମିଟର ଦୂର ପାକିସ୍ତାନର କାର୍ଗୋ ରହିଛି ଯେଉଁଠାରେ ଏହାକୁ ଜଳା ଯାଇଥିଲା । କୁହାଯାଏ ସାଧାରଣତଃ କଷ୍ଟମ ଡେ’ରେ ବିଭାଗ ମାଦକ ପଦାର୍ଥକୁ ଏକାଠି କରି ଭାଟିରେ ଜଳାଇ ଦିଅନ୍ତି । ହେଲେ ପାକିସ୍ତାନର ଗୋଦାମ ପୂର୍ବରୁ ଭର୍ତ୍ତି ହୋଇ ସାରିଥିଲା । ନଷ୍ଟ କରାଯାଇଥିବା ଏହି ହେରୋଇନ ଭାରତ ଆସିବାର ଥିଲା ହେଲେ ସୀମାରେ ସୁରକ୍ଷା ବ୍ୟବସ୍ଥା ଥିବାରୁ ଏହା ପହଞ୍ଚିପାରି ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମାସେ ଯାଏ ସାବଧାନ ରୁହନ୍ତୁ ୩ ରାଶି! ଶନି-ସୂର୍ଯ୍ୟ ଏକାସାଙ୍ଗରେ କରିବେ କଲବଲ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ଅଧିପତି ଏବଂ ଶନିଙ୍କୁ କର୍ମ ଓ ନ୍ୟାୟର କାରକ ବୋଲି ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ସୂର୍ଯ୍ୟ ଓ ଶନିଙ୍କ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?