ଇମ୍ରାନଙ୍କ ବିରୋଧରେ ହୋଇପାରେ ଦେଶଦ୍ରୋହ କାର୍ଯ୍ୟାନୁଷ୍ଠାନ

ଇସଲାମାବାଦ,୧୬ ।୭: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତହରିକ-ଏ-ଇନସାଫ ପାର୍ଟି ମୁଖ୍ୟ ଇମ୍ରାନ ଖାଁଙ୍କ ସମସ୍ୟା ବେଳକୁ ବେଳ ବଢିବାରେ ଲାଗିଛି । ପାକିସ୍ତାନ ସରକାର ଏବେ ତାଙ୍କ ବିରୋଧରେ ଦେଶଦ୍ରୋହ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରସ୍ତୁତ ହେଉଥିବା ଜଣାପଡିଛି । ଶୁକ୍ରବାର ପାକିସ୍ତାନ ସରକାର ଏକ ସମିତି ଗଠନ କରିଛନ୍ତି, ଯିଏ କି ଇମ୍ରାନ ଖାଁଙ୍କ ବିରୋଧରେ ଦେଶଦ୍ରୋହ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବା ସମ୍ପର୍କରେ ନିଷ୍ପତ୍ତି ନେବ ।
ସୂଚନା ମନ୍ତ୍ରୀ ମରିୟମ ଔରଙ୍ଗଜେବ ଖବରଦାତାଙ୍କୁ କହିଛନ୍ତି, ଏହି ସମିତି ଗଠନ କରିବାର ନିଷ୍ପତ୍ତି ମନ୍ତ୍ରିମଣ୍ଡଳ ପକ୍ଷରୁ ନିଆଯାଇଛି । ଏହି ସମିତି ସ୍ଥିର କରିବ ଯେ ପିଟିଆଇ ନେତୃତ୍ୱ ସମ୍ବିଧାନର ଅନୁଚ୍ଛେଦ ୬ର ଉଲ୍ଲଂଘନ କରିବାରେ ଦୋଷି କି ନା ।
ପାକିସ୍ତାନର ସମ୍ବିଧାନରେ ଅନୁଚ୍ଛେଦ ୬ ଅନୁଯାୟୀ, ଯଦି କୌଣସି ବ୍ୟକ୍ତି ବଳପୂର୍ବକ ବା ଅନ୍ୟ କୌଣସି ଅସମ୍ବିଧାନକ ଉପାୟରେ ସମ୍ବିଧାନକୁ ଅଯୋଗ୍ୟ କରିଥାଏ, ଉଲ୍ଲଂଘନ କରିଥାଏ, ନିଲମ୍ବିତ କରିଥାଏ, ସ୍ଥଗିତ କରିଥାଏ ବା ଏମିତି ଯୋଜନା କରିଥାଏ ତେବେ ସେ ଦେଶଦ୍ରୋହରେ ଦୋଷୀ ହୋଇଥାଆନ୍ତି । ଏହି ଦୋଷରେ ଦୋଷୀ ସାବ୍ୟସ୍ତ ହେଲେ ମୃତ୍ୟୁଦଣ୍ଡ ଦେବାର ବ୍ୟବସ୍ଥା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ପତ୍ନୀ ଗୌରୀଙ୍କୁ ଏଭଳି ଉପହାର ଦେଲେ ଆମିର, ଯାହାକୁ ୧୩୧ ଜଣ କାରିଗର ମିଶି ୨୫୬ ଘଣ୍ଟାରେ କରିଛନ୍ତି ପ୍ରସ୍ତୁତ

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ଏବଂ ଗୌରୀ ସ୍ପ୍ରାଟ୍‌ ପରସ୍ପର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ନିକଟରେ ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ପରିବାର ଏବଂ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri