Posted inଖେଳ

ମ୍ୟାଚ୍‌ ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନ ଅଧିନାୟକ

ନୂଆଦିଲ୍ଲୀ,୮।୯: ଏସିଆ କପ ୨୦୨୩ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ଗ୍ରୁପ ପର୍ଯ୍ୟାୟରେ ଖେଳାଯାଇଛି। କିନ୍ତୁ ବର୍ଷା ପ୍ରଶଂସକଙ୍କୁ ପୁରା ମ୍ୟାଚ ଉପଭୋଗ କରିବାକୁ ଦେଇ ନ ଥିଲା। ଏବେ ଉଭୟ ଦଳ ସୁପର-୪ରେ ଥରେ ମୁହାଁମୁହିଁ ହେବେ। ଏହି ମହାନ ମ୍ୟାଚ ପୂର୍ବରୁ ପାକିସ୍ତାନୀ ଅଧିନାୟକ ବାବର ଆଜମ କହିଛନ୍ତି ଯେ, ଭାରତ ବିପକ୍ଷ ପରବର୍ତ୍ତୀ ମ୍ୟାଚରେ ସେ ନିଜର ଶତପ୍ରତିଶତ ଦେବେ।
ଉଭୟ ମଧ୍ୟରେ ମ୍ୟାଚ ୧୦ ସେପ୍ଟେମ୍ବର ରବିବାର ଶ୍ରୀଲଙ୍କାର କଲମ୍ବୋରେ ଖେଳାଯିବ। ଏହି ମ୍ୟାଚ ସମ୍ପର୍କରେ ପାକିସ୍ତାନୀ ଅଧିନାୟକ ବାବର ଆଜାମ କହିଛନ୍ତି, ଆମେ ସବୁବେଳେ ବଡ଼ ମ୍ୟାଚ ପାଇଁ ପ୍ରସ୍ତୁତ ଅଛୁ। ଭାରତ ବିପକ୍ଷ ପରବର୍ତ୍ତୀ ମ୍ୟାଚରେ ଆମେ ଆମର ଶତପ୍ରତିଶତ ଦେବୁ।
ପାକିସ୍ତାନ ବିପକ୍ଷ ସୁପର-୪ ମ୍ୟାଚରେ ପାକିସ୍ତାନର ବୋଲିଂ ପୁଣିଥରେ ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ଅସୁବିଧାରେ ପକାଇପାରେ। ପ୍ରଥମ ଇଣ୍ଡୋ-ପାକ ମ୍ୟାଚରେ ପାକିସ୍ତାନର ଗତି ଆକ୍ରମଣ ଆଗରେ ଭାରତୀୟ ଟପ ଅର୍ଡର ସମ୍ପୂର୍ଣ୍ଣ ଅସହାୟ ମନେ ହେଉଥିଲା। ପାକିସ୍ତାନର ଦ୍ରୁତ ବୋଲରମାନେ ହିଁ ସମସ୍ତ ଭାରତୀୟ ବ୍ୟାଟ୍ସମ୍ୟାନ୍ଙ୍କୁ ପାଭିଲିୟନକୁ ରାସ୍ତା ଦେଖାଇଥିଲେ। ଏଭଳି ପରିସ୍ଥିତିରେ ଥରେ ପାକିସ୍ତାନର ବୋଲିଂ ଭାରତ ପାଇଁ ସମସ୍ୟା ସୃଷ୍ଟି କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri