Posted inଖେଳ

କଲମ୍ବୋ ଯାତ୍ରା ପୂର୍ବରୁ ପାକିସ୍ତାନ ଅଧିନାୟକଙ୍କ ବଡ଼ ବୟାନ: ନିଷ୍ପତ୍ତି ଯାହା…

କରାଚୀ,୨ା୨- ସରକାର ଏବଂ କ୍ରିକେଟ ବୋର୍ଡ ଯାହା ନିଷ୍ପତ୍ତି ନେବ, ଆମେ ତାହା ପାଳନ କରିବୁ। ପାକିସ୍ତାନ ଦଳର ଅଧିନାୟକ ସଲମାନ ଅଲୀ ଆଘା ସୋମବାର ଦଳର କଲମ୍ବୋ ଯାତ୍ରା ପୂର୍ବରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଏହା କହିଛନ୍ତି।

ଆମ ଖେଳାଳିଙ୍କର ବୋର୍ଡ ସହ ଚୁକ୍ତି ହୋଇଛି। ଆମ ସରକାର ଓ ବୋର୍ଡ ଯାହା ନିଷ୍ପତ୍ତି ନେବେ, ସମସ୍ତ ଖେଳାଳି ତାହା ପାଳନ କରିବେ। ଭାରତ ବିପକ୍ଷ ମ୍ୟାଚ୍‌ ଛଡ଼ା ଆମକୁ ୩ଟି ଗ୍ରୁପ ମ୍ୟାଚ୍‌ ଖେଳିବାର ଅଛି। ଆମେ ସେଗୁଡ଼ିକୁ ଜିତି ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହେବାକୁ ଲକ୍ଷ୍ୟ ରଖିଛୁ ବୋଲି ସଲମାନ କହିଛନ୍ତି।

ଅନ୍ୟପକ୍ଷରେ ଶାହିଦ ଆଫ୍ରିଦୀ, ମହମ୍ମଦ ୟୁସୁଫ, ରଶିଦ ଲତିଫ, ମୋଇନ ଖାନ, ସର୍ଫରାଜ ଅହମଦ, ମହସିନ ଖାନଙ୍କ ଭଳି ପୂର୍ବତନ ଖେଳାଳି ଭାରତ ବିପକ୍ଷ ମ୍ୟାଚ୍‌କୁ ବଏକଟ କରାଯିବା ନିଷ୍ପତ୍ତି ପ୍ରତି ସମର୍ଥନ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଛ ପ୍ରମାଣପତ୍ର ଦେଖାଇ ବୁଲୁଛନ୍ତି ଅନୁପ୍ରବେଶକାରୀ: ଚିହ୍ନଟ କରି ବିତାଡିତ ପାଇଁ ଏସଡିପିଓଙ୍କୁ ଦାବି କଲେ…

ଦାରିଙ୍ଗବାଡି, ୨।୨ (ଅରୁଣ ସାହୁ ): କନ୍ଧମାଳ ଜିଲାର ବିଭିନ୍ନ ବ୍ଲକ ସମେତ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବଙ୍ଗଳାଦେଶୀ ଅନୁପ୍ରବେଶକାରୀ ବିଭିନ୍ନ ପ୍ରମାଣପତ୍ର ହାତେଇ ଘୂରିବୁଲୁଛନ୍ତି ।…

ପୋଲିସକୁ ସଫଳତା: ସିରିଜ ଚୋରି ଘଟଣାରେ ଜେଲ ଗଲେ ୫ ଅଭିଯୁକ୍ତ, ଜବତ ହେଲା ଏତେ ପରିମାଣର…

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଇଲାକାରେ ଗତ ୧୫ ଦିନ ମଧ୍ୟରେ ୫ ରୁ ଉଦ୍ଧର୍‌ବ ଗ୍ରାମରେ ଘଟିଥିବା ରହସ୍ୟମୟ ସିରିଜ ଚୋରି…

ବିଶ୍ବ ଆଦ୍ର ଭୂମି ଦିବସରେ ଯୋଗ ଦେଇ ବଡ଼ ସୂଚନା ଦେଲେ ଡିଏଫ୍‌ଓ, କହିଲେ ଗଞ୍ଜାମ ଜିଲାର…

ଭଞ୍ଜନଗର,୨।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ସୋମବାର ଅପରାହ୍ନରେ ସ୍ଥାନୀୟ ବନ ବିହାର ପରିସରରେ ବିଶ୍ବ ଆଦ୍ର ଭୂମି ଦିବସ ପାଳିତ…

ଆନ୍ଧ୍ର ଆଧାର କାର୍ଡ ଅପଡେଡ୍‌ କରି ରାଶନ କାର୍ଡ ପ୍ରଦାନ କଲାପରେ ପଶିଲା ଚିନ୍ତା, ମେଳିକଲା…

ପଟ୍ଟାଙ୍ଗି,୨।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ଲୋକଙ୍କୁ ଏକାଠିକରି ବୈଠକ ମାଧ୍ୟମରେ…

ମିଳିତ ଜନ ଅଭିଯୋଗ ଶୁଣାଣି : ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୨।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲାପାଳ ଆଦିତ୍ୟ…

ପଇଡ଼ ବୋଝେଇ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ

ବାଲିଗୁଡା,୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ବାରଖମା ଆଉଟ ପୋଷ୍ଟ ନିକଟରେ ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଏକ ପଇଡ଼ ବୋଝେଇ ଟ୍ରକ୍‌ରୁ…

କାମସାରି ଘରକୁ ଫେରୁଥିଲେ ଶ୍ରମିକ, ରାସ୍ତାରେ ଗଲା ଜୀବନ 

କେସିଙ୍ଗା,୨।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ପେଟ୍ରୋଲ ପମ୍ପ  ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ…

ବିବିସି ସ୍ପୋଟର୍‌ସ ଆଓ୍ବାର୍ଡ ଦୌଡ଼ରେ ରହିଛନ୍ତି ଭାରତର ଏହି ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨ା୨: ବିବିସି ଇଣ୍ଡିଆନ ସ୍ପୋଟର୍‌ସ ଓମ୍ୟାନ ଅଫ୍‌ ଦି ଇୟର ପୁରସ୍କାର ୨୦୨୫ ପାଇଁ ଦୌଡ଼ରେ ଯେଉଁ ଖେଳାଳିମାନେ ଅଛନ୍ତି, ସେମାନଙ୍କ ମଧ୍ୟରେ ଭାରତର ଐତିହାସିକ ୨୦୨୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri