ବାଲୁଚିସ୍ତାନରେ ଚେକପୋଷ୍ଟ ଉପରେ ଆକ୍ରମଣ: ୪ ସୁରକ୍ଷାକର୍ମୀ ମୃତ

ଇସଲାମାବାଦ,୩।୭: ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶର ଶେରାନି ଜିଲାରେ ରବିବାର ଏକ ଚେକପୋଷ୍ଟ ଉପରେ ହୋଇଥିବା ଆକ୍ରମଣରେ ୪ ଜଣ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ଘଟିଛି। ଜିଓ ନ୍ୟୁଜ ପୋଲିସ ଅଧିକାରୀଙ୍କ ଉଦ୍ଦେଶ୍ୟରେ କହିଛି ଯେ ଚେକପୋଷ୍ଟରେ ନିୟୋଜିତ ସୁରକ୍ଷାକର୍ମୀଙ୍କ ଉପରେ ଆକ୍ରମଣକାରୀମାନେ ଗୁଳି ଚଳାଇଥିଲେ। ପ୍ରତିଶୋଧ ପରାୟଣ ଅବସ୍ଥାରେ ଜଣେ ଆକ୍ରମଣକାରୀଙ୍କୁ ହତ୍ୟା କରାଯାଇଛି। ଘଟଣା ପରେ ସର୍ଚ୍ଚ ଅପରେଶନ ଚାଲିଛି। ବାଲୁଚିସ୍ତାନର ମୁଖ୍ୟମନ୍ତ୍ରୀ ଅବଦୁଲ କୁଦୁସ ବିଜେଞ୍ଜୋ ଏହି ଆକ୍ରମଣକୁ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri