ପାକିସ୍ତାନକୁ ଝଟକା, ସିପିଇସି ସମେତ ଅନ୍ୟ ପ୍ରକଳ୍ପକୁ ସ୍ଥଗିତ ରଖିଲା ଚାଇନା

ବେଜିଂ/ଇସଲାମବାଦ,୨୭।୯: ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି)ର ସମ୍ପ୍ରସାରଣକୁ ସ୍ଥଗିତ ରଖିଲା ଚାଇନା। ପ୍ରକଳ୍ପର ସମ୍ପ୍ରସାରଣକୁ ଅନୁମୋଦନ ନ କରିବାକୁ ଚାଇନା ନିଷ୍ପତ୍ତି ନେଇଛି। ଆର୍ଥିକ ସଙ୍କଟ ହେତୁ ଏଭଳି ପଦକ୍ଷେପ ନିଆଯାଇଛି ବୋଲି ଚାଇନା ସ୍ପଷ୍ଟ କରିଛି। ପାକିସ୍ତାନ ସିପିଇସି ମାଧ୍ୟମରେ ଶକ୍ତି, ଜଳ ପରିଚାଳନା ଏବଂ ଜଳବାୟୁ ପରିବର୍ତ୍ତନ କ୍ଷେତ୍ରରେ ବଡ଼ ପୁଞ୍ଜି ବିନିଯୋଗ କରିବାକୁ ଚାଇନାକୁ ଅନୁରୋଧ କରିଥିଲା। ଏନେଇ ପାକିସ୍ତାନ କହିଛି ଯେ, ଚାଇନା ଆର୍ଥିକ ସଙ୍କଟ ଦୂର କରିବା ପାଇଁ ପାକିସ୍ତାନକୁ ସାହାଯ୍ୟ କରିବା ଉଚିତ।

ପାକିସ୍ତାନୀ ଗଣମାଧ୍ୟମନୁସାରେ ଉଭୟ ଦେଶର ଆର୍ଥିକ ସ୍ଥିତି ବିପର୍ଯ୍ୟସ୍ତ ହୋଇ ପଡିଛି, ତେଣୁ ସବୁ ବଡ ବଡ ପ୍ରକଳ୍ପ ବନ୍ଦ ହୋଇଯାଇଛି। ଚାଇନାର ଗ୍ବାଦରରେ ଥର୍ମାଲ ପାୱାର ପ୍ଲାଣ୍ଟ ନିର୍ମାଣ ପ୍ରକଳ୍ପକୁ ପାକିସ୍ତାନ ବିରୋଧ କରିଥିବାବେଳେ ପାକିସ୍ତାନର ଶକ୍ତି, ଜଳ ପରିଚାଳନା, ପର୍ଯ୍ୟଟନ ଏବଂ ଜଳବାୟୁ ପରିବର୍ତ୍ତନ ପ୍ରକଳ୍ପକୁ ଚାଇନା ସ୍ଥଗିତ ରଖିଛି। ସିପିଇସି ମିଳିତ କମିଟି ବୈଠକରେ ଚାଇନା ଏବଂ ପାକିସ୍ତାନ ମଧ୍ୟରେ ମତଭେଦ ଦେଖିବାକୁ ମିଳିଛି।

ଏକ ଜାତୀୟ ଗଣମାଧ୍ୟମନୁଯାୟୀ ଚାଇନା ପାୱାର୍‌ ପ୍ଲାଣ୍ଟ କମ୍ପାନୀଗୁଡିକର ଋଣ ପରିଶୋଧ କରିବାରେ ପାକିସ୍ତାନ ସକ୍ଷମ ନୁହେଁ। ଚାଇନାର ଚାପରେ ପାକିସ୍ତାନକୁ ଗ୍ବାଦରରେ ୩୦୦ମେଗାୱାଟ ପାଓ୍ବର ପ୍ଲାଣ୍ଟ ପ୍ରକଳ୍ପର ସର୍ତ୍ତ ମାନିିବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର

ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri