Posted inଖେଳ

କ୍ଷୋଭ ପ୍ରକାଶ କଲେ ଏହି କ୍ରିକେଟର: କହିଲେ ‘ଧୋନୀଙ୍କ ଯୋଗୁ କୋହଲି ଆଜି ଶୀର୍ଷରେ, ହେଲେ…’

ଲାହୋର,୨୫।୬: ପାକିସ୍ତାନ କ୍ରିକେଟ ଟିମ୍‌ର ଷ୍ଟାର ବ୍ୟାଟ୍ସମ୍ୟାନ ଅହମ୍ମଦ ଶାହାଜାଦ ନିଜ ଦେଶର ବରିଷ୍ଠ ଖେଳାଳିଙ୍କ ଉପରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ କାରଣରୁ ବିରାଟ କୋହଲି ଆଜି ଶିଖରରେ ପହଞ୍ଚିଛନ୍ତି। ହେଲେ ପାକିସ୍ତାନ ଟିମ୍‌ରେ ବରିଷ୍ଠ ଖେଳାଳିମାନେ ଅନ୍ୟ କାହାର ସଫଳତା ବରଦାସ୍ତ କରୁନାହାନ୍ତି ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ପାକିସ୍ତାନରେ ଶାହାଜାଦଙ୍କ ତୁଳନା ବିରାଟ କୋହଲିଙ୍କ ସହ କରାଯାଉଥିଲା। ୨୦୧୬ରେ ତାଙ୍କ ସହ ଉମରାନ ଅକମଲଙ୍କୁ ଦଳରୁ ବାହାର କରିଦିଆଯାଇଥିଲା। ସେତେବେଳେ କୋଚ୍‌ ଥିବା ଓ୍ବାକର ୟୁନିସ ପିସିବିକୁ ଉଭୟଙ୍କ ବିରୋଧରେ ଭୁଲ ରିପୋର୍ଟ ଦେଇଥିଲେ ବୋଲି ଶାହାଜାଦ ଦାବି କରିଛନ୍ତି। ଏହାକୁ ନେଇ ସେ ପାକିସ୍ତାନର ବରିଷ୍ଠ ଖେଳାଳିମାନଙ୍କୁ ଦୁନିଆରେ କାହାର ବି ସଫଳତା ବରଦାସ୍ତ ହୁଏନା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଯୁଦ୍ଧ ପ୍ରଭାବ: ଆମେରିକାରେ ଗ୍ୟାସ୍‌, ପରିବହନ ମହଙ୍ଗା

ଓ୍ବାଶିଂଟନ,୬ା୪(ପି.ଟି.): ଇରାନ ବିରୋଧରେ ଯୁଦ୍ଧ ଆମେରିକୀୟମାନଙ୍କ ଉପରେ ପ୍ରଭାବ ପକାଇବା ଆରମ୍ଭ କରିଛି। ଆମାଜନ ଏହାର ଇ-କମର୍ସ ଡେଲିଭରି ପାଇଁ ଇନ୍ଧନ ଶୁଳ୍କ ଘୋଷଣା କରିଥିବାବେଳେ କେତେକ…

ପରାଜିତ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ଭିକ୍ଟର

ମିରଟ,୬ା୪: ହଙ୍ଗେରୀୟମାନେ ଆସନ୍ତା ୧୨ରେ ଦେଶର ପ୍ରଧାନମନ୍ତ୍ରୀ ନିର୍ବାଚନ କରିବାକୁ ଯାଉଛନ୍ତି। ଏହା ଚଳିତବର୍ଷ ୟୁରୋପର ସବୁଠୁ ପରିଣାମସୂଚକ ନିର୍ବାଚନ ବୋଲି କୁହାଯାଉଛି। ୧୬ ବର୍ଷ ଧରି…

ସର୍ଜନଶୀଳ ଓଡ଼ିଶା

ଥିବୀର ଯେକୌଣସି ଗୌରବମୟ ସଂସ୍କୃତି ମଧ୍ୟରେ ଓଡ଼ିଆ ସଂସ୍କୃତି କେବଳ ଅନ୍ୟତମ ନୁହେଁ, ଅନନ୍ୟ। ଓଡ଼ିଆଙ୍କ ଜୀବନ ଦର୍ଶନ, ଚିନ୍ତା ଚେତନା,ଭାବଭାବନା ତଥା ଏ ଜାତିର କାରୁକାର୍ଯ୍ୟ,…

ଟ୍ରମ୍ପ୍‌ ପ୍ରଶାସନଠାରୁ ଇରାନ ହାଜତ ବେଶି ସୁରକ୍ଷିତ

ତେହରାନ୍‌,୬ା୪: ଇରାନକୁ ଆକ୍ରମଣ କରିବାକୁ ଆସି ନିଖୋଜ ହୋଇଯାଇଥିବା ଏଫ୍‌-୧୫ଇ ଷ୍ଟାଇକ୍‌ ଇଗଲ୍‌ ଏୟାରକ୍ରାଫ୍ଟ କ୍ରିଉ ସଦସ୍ୟଙ୍କୁ କେବଳ ତେହରାନ୍‌ ଖୋଜୁନାହିଁ, ଆମେରିକା ଏୟାରଫୋର୍ସ ମଧ୍ୟ ତାଙ୍କୁ…

ତେହରାନ ପାଓ୍ବାର ପ୍ଲାଣ୍ଟ ଧ୍ୱଂସ କରିଦେବୁ: ଟ୍ରମ୍ପ୍‌

ଓ୍ବାଶିଂଟନ,୬ା୪: ଇରାନ ଯୁଦ୍ଧ ୩୭ ଦିନରେ ପହଞ୍ଚତ୍ଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରବିବାର ସୋସିଆଲ ମିଡିଆରେ ଏକ ବିସ୍ଫୋରକ ପୋଷ୍ଟ ଜରିଆରେ ତେହରାନ୍‌ ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri