Posted inଖେଳ

ଭାରତ ବିଶ୍ୱକପ୍‌ ଜିତିଲା, ହେଲେ ଖୁସିରେ ଗଦଗଦ ହେଲେ ପାକିସ୍ତାନୀ କ୍ରିକେଟର

ନୂଆଦିଲ୍ଲୀ,୩୦।୬: ଟି୨୦ ବିଶ୍ୱକପ୍‌ ୨୦୨୪ ଫାଇନାଲରେ ଚମତ୍କାର ପ୍ରଦର୍ଶନ କରି ବିଜେତା ହୋଇଛି ଟିମ୍‌ ଇଣ୍ଡିଆ। ଏହି ବିଜୟ ସହ ରୋହିତ ଭାରତ ପାଇଁ ଆଇସିସି ଟ୍ରଫି ଜିତାଇଥିବା ତୃତୀୟ ଅଧିନାୟକ ପାଲଟିଥିଲେ। ଏହାକୁ ନେଇ ସାରା ବିଶ୍ୱରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ଏମିତିରେ ପାକିସ୍ତାନର କ୍ରିକେଟର ବି ବାଦ୍‌ ପଡ଼ିନାହାନ୍ତି।

ପାକିସ୍ତାନର ପୂର୍ବତନ କ୍ରିକେଟର ଶୋଏବ ଅଖତର ଭାରତର ବିଜୟକୁ ନେଇ ଖୋଲାଖୋଲି ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ରୋହିତ ଶର୍ମା ବିଜେତା ହୋଇଛନ୍ତି। ଭାରତ ବିଜୟର ହକ୍‌ଦାର। ତାଙ୍କୁ ବହୁତ ବହୁତ ଧନ୍ୟବାଦ। ସେ ଅହମ୍ମଦାବାଦରେ ହାରି ଯାଇଥିଲେ। ସେତେବେଳେ ବି ମୁଁ କହିଥିଲେ ଭାରତ ବିଜେତା ହେବାର ହକଦାର ଥିଲା। ଏହାପରେ ସେ ବିଜେତା ହୋଇଛନ୍ତି। ରୋହିତ କାନ୍ଦି କାନ୍ଦି ମଇଦାନରେ ପଡ଼ି ଯାଇଥିଲେ, ଏହା ସବୁ କିଛି କହି ଦେଉଛି ଯେ ବିଜୟ ତାଙ୍କ ପାଇଁ କେତେ ଗୁରୁତ୍ୱପୂଣ୍ଣ ରହିଥିଲା।

 

ସେହିଭଳି ଶୋଏବ ମଲିକ ମଧ୍ୟ ରୋହିତ-କୋହଲିଙ୍କ ପାଇଁ ସ୍ବତନ୍ତ୍ର ପୋଷ୍ଟ ଲେଖିଥିଲେ। ଦୁଇ ଆଧୁନୀକ କିମ୍ବଦନ୍ତୀଙ୍କୁ ସଲାମ। ଉଭୟଙ୍କ ନିଷ୍ଠା, ଅବିଶ୍ୱସନୀୟ ପ୍ରତିଭା ଖେଳାଳିଙ୍କ ସହ ପ୍ରଶଂସକଙ୍କ ଏକ ପିଢ଼ିକୁ ପ୍ରେରଣା ଯୋଗାଇବ। ଭାରତୀୟ କ୍ରିକେଟର ଯୋଗଦାନ ସର୍ବଦା ସ୍ମରଣୀୟ ହୋଇ ରହିବ। ଦୁହେଁ ନିଜର ଅବସରକୁ ଉପଭୋଗ କରନ୍ତୁ। ଦିନିକିଆ ଏବଂ ଟେଷ୍ଟ କ୍ରିକେଟରେ ଖେଳିବା ଜାରି ରଖନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri