ପାକିସ୍ତାନରେ ପ୍ରବଳ ବନ୍ୟା: ଗଲାଣି ୯୩୭ ଜୀବନ, ଜରୁରିକାଳୀନ ପରିସ୍ଥିତି ଘୋଷଣା

ଇସଲାମାବାଦ,୨୬ା୮: ପାକିସ୍ତାନରେ ପ୍ରବଳ ବର୍ଷା ଏବଂ ବନ୍ୟା ପରିସ୍ଥିତି ଭୟଙ୍କର ହୋଇଛି। ଏହାକୁ ଦୃଷ୍ଟିରେ ରଖି ସରକାର ଜାତୀୟ ଜରୁରିକାଳୀନ ପରିସ୍ଥିତି ଘୋଷଣା କରିଛନ୍ତି।

ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ(NDMA)ର ଆକଳନ ଅନୁଯାୟୀ, ଏଠାରେ ବର୍ଷା ଓ ବନ୍ୟା ଯୋଗୁ ଶୁକ୍ରବାର ସୁଦ୍ଧା ୩୪୩ ଶିଶୁଙ୍କ ସମେତ ୯୩୭ ଜଣଙ୍କର ମୃତ୍ୟୁ ହୋଇଛି।

ବର୍ତ୍ତମାନ ଦେଶରେ ଅତି କମ୍‌ରେ ୩ କୋଟି ଲୋକ ଅଛନ୍ତି। ଯେଉଁମାନଙ୍କ ମୁଣ୍ଡ ଉପରେ ଛାତ ନାହିଁ, ଭୋକ ମେଣ୍ଟାଇବା ପାଇଁ ଖାଦ୍ୟ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?