ଭାରତକୁ ଶୋଚନୀୟ ଭାବେ ପରାସ୍ତ କଲା ପାକିସ୍ତାନ: ବେକାର ଗଲା ଭରତଙ୍କ ଅର୍ଦ୍ଧଶତକ

ନୂଆଦିଲ୍ଲୀ,୧।୧୧: ହଂକଂ କ୍ରିକେଟ ସିକ୍ସ ଟୁର୍ନାମେଣ୍ଟରେ ପାକିସ୍ତାନ ଭାରତକୁ ୬ ଉଇକେଟରେ ପରାସ୍ତ କରିଛି। ପାକିସ୍ତାନୀ ଦଳ ବର୍ତ୍ତମାନ ଗ୍ରୁପ ପର୍ଯ୍ୟାୟର ଉଭୟ ମ୍ୟାଚ ଜିତି କ୍ୱାର୍ଟର ଫାଇନାଲରେ ସ୍ଥାନ ହାସଲ କରିଛି। ଏହି ମ୍ୟାଚ୍‌ରେ ପ୍ରଥମେ ଖେଳୁଥିବା ଟିମ ଇଣ୍ଡିଆ ନିର୍ଦ୍ଧାରିତ ୫ ଓଭରରେ ୧୧୯ ରନ ସଂଗ୍ରହ କରିଥିଲା। ପାକିସ୍ତାନ ଦଳ କୌଣସି ଉଇକେଟ ହରାଇ ୬ ଉଇକେଟ ଜିତିଛି। ହଂକଂ ସିକ୍ସ ଟୁର୍ନାମେଣ୍ଟରେ ଗୋଟିଏ ଦଳ ୬ ଖେଳାଳିଙ୍କ ସହ ଫିଲ୍ଡକୁ ଓହ୍ଲାଇଥାଏ।

ରବିନ ଉଥାପ୍ପା ଏବଂ ଭରତ ଚିପଲି ଭାରତ ପାଇଁ ଇନିଂସ ଆରମ୍ଭ କରିଥିଲେ। ଉଥାପ୍ପା ୮ ଟି ବଲରେ ୩୧ ରନ ସଂଗ୍ରହ କରିଥିବାବେଳେ ଭରତ ୧୬ଟି ବଲରେ ୫୩ ରନ୍‌ର ଚମତ୍କାର ଇନିଂସ ଖେଳିଥିଲେ। କେଦାର ଯାଦବ ମାତ୍ର ୮ ରନ ସ୍କୋର କରଥିଲେ। ତାଙ୍କ ପରେ ମନୋଜ ତିୱାରୀ ୭ଟି ବଲରେ ୧୭ ରନ ଇନିଂସ ଖେଳି ଦଳକୁ ୧୧୯ ସ୍କୋରକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଫାହିମ ଆଶ୍ରାଫ ପାକିସ୍ତାନ ପାଇଁ ଉଭୟ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri