Posted inଜାତୀୟ

ପାକିସ୍ତାନ ଡ୍ରୋନ ଖସାଇଲା ବିଏସ୍‌ଏଫ୍‌

ଅମୃତସର,୧୯।୨: ପାକିସ୍ତାନରୁ ପଞ୍ଜାବକୁ ଡ୍ରଗ୍ସ ଚୋରା ଚାଲାଣ ପ୍ରକ୍ରିୟା ବନ୍ଦ ହେବାର ନାମ ନେଉନାହିଁ। ପଞ୍ଜାବର ଯୁବକଙ୍କୁ ବିଗାଡିବା ପାଇଁ ପାକିସ୍ତାନରୁ ଗୁପ୍ତରେ ଡ୍ରଗ୍ସ ଏବଂ ଅସ୍ତ୍ର ଆସୁଛି। ତେବେ ସୀମାନ୍ତରେ ପୋଷ୍ଟ ହୋଇଥିବା ଭାରତୀୟ ସୈନିକମାନେ ଏହି ଷଡଯନ୍ତ୍ରକୁ ରୋକିବାରେ ସଫଳ ହୋଇଛନ୍ତି। ରବିବାର ପଞ୍ଜାବର ଗୁରୁଦାସପୁର ସୀମାରେ ପାକିସ୍ତାନୀ ଡ୍ରୋନକୁ ଖସାଇବାରେ ବିଏସଏଫ ସଫଳ ହୋଇଛି।
ସର୍ଚ୍ଚ ଅପରେସନରେ ବିଏସଏଫ ଯବାନମାନେ ଡ୍ରୋନ ସହିତ ୪ଟି ପ୍ୟାକେଟ ହେରୋଇନ ଜବତ କରିଛନ୍ତି। ହେରାଇନର ଓଜନ ୨.୭୩୦ କିଲୋଗ୍ରାମ ବୋଲି କୁହାଯାଉଛି। ପାକିସ୍ତାନରୁ ଆସିଥିବା ଡ୍ରୋନ ଚାଇନାରେ ନିର୍ମିତ। ଏହା ୯ କିଲୋଗ୍ରାମ ଭାର ସହିତ ଉଡିପାରେ। ପ୍ରାୟ ଏକ ମାସ ପୂର୍ବେ ପଞ୍ଜାବ ପୋଲିସ ପାକିସ୍ତାନୀ ଡ୍ରୋନକୁ ଗୁଳି ଚଳାଇଥିଲା। ଏହି ମାମଲାରେ ଦୁଇ ଜଣଙ୍କୁ ମଧ୍ୟ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀର ପ୍ଲେଅଫ୍‌ ଆଶା ଉଜ୍ଜୀବିତ

ଦିଲ୍ଲୀ,୧୭ା୫: ଆଇପିଏଲର ଏକୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ୧୨ ପଏଣ୍ଟ ସହ…

ସୁଧୀର ମେମୋରିଆଲ ସର୍ବଭାରତୀୟ ଫୁଟବଲ୍ ଟୁର୍ଣାମେଣ୍ଟ: ଫୁଲବାଣୀର ସୂରଜ ଏକାଦଶ ଚାମ୍ପିଆନ

ବରଗଡ଼,୧୮।୫ (ପ୍ରେମାନନ୍ଦ ଖମାରୀ): ବରଗଡ ୟୁନାଇଟେଡ୍ ସ୍ପୋର୍ଟସ୍ କ୍ଲବ୍, ବରଗଡ଼ ଆନୁକୂଲ୍ୟରେ ସ୍ଥାନୀୟ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ପ୍ରଥମ ସୁଧୀର ମେମୋରିଆଲ ଫ୍ଲଡ୍‌ଲାଇଟ୍ ନାଇଟ୍…

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

ଶେଷ ହେବ ଗ୍ରୀଷ୍ମର ଯନ୍ତ୍ରଣା: ହେଲାଣି ପ୍ରବଳ ବର୍ଷା; ମାତ୍ର ୮ ଦିନ ମଧ୍ୟରେ ଦେଶରେ ପ୍ରବେଶ କରିବ ମୌସୁମୀ

ନୂଆଦିଲ୍ଲୀ,୧୮।୫: ତାମିଲନାଡୁରେ ପ୍ରବଳ ବର୍ଷା ଯୋଗୁ ଲୋକଙ୍କୁ ଗରମରୁ ଆଶ୍ୱସ୍ତି ମିଳିଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଯେ ଦକ୍ଷିଣ ଅଞ୍ଚଳରେ ବାୟୁମଣ୍ଡଳୀୟ ସଞ୍ଚାଳନ…

କେନ୍ଦୁଝରରେ ଚାଞ୍ଚଲ୍ୟ, ବନ୍ଧୁକ ଦେଖାଇ ଲୁଟି ନେଲେ ୮ ଲକ୍ଷ ଭତ୍ତା ଟଙ୍କା

କେନ୍ଦୁଝର,୧୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଉରୀ ପଦା ପଞ୍ଚାୟତର ପିଇଓଙ୍କ ଠାରୁ ଭତ୍ତା ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଫାଙ୍କା ଗୁଳି ଚାଳନା କରି…

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri