ପାକିସ୍ତାନରେ ୫.୬ ତୀବ୍ରତାର ଭୂକମ୍ପ

ଇସଲାମାବାଦ,୧୩।୬: ପାକିସ୍ତାନର ଇସଲାମାବାଦ, ଲାହୋର, ପେଶୱାର ଏବଂ ଏହାର ଆଖପାଖ ଅଞ୍ଚଳରେ ମଙ୍ଗଳବାର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୬ ବୋଲି କୁହାଯାଉଛି। ଏହି ଭୂକମ୍ପ ଶକ୍ତିଶାଳୀ ଥିଲା ଯେ ଭୟରେ ଲୋକେ ଘରୁ ବାହାରକୁ ଚାଲିଆସିଥିଲେ।

ପାକିସ୍ତାନର ପଞ୍ଜାବ ପ୍ରଦେଶରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି। ଏଥିମଧ୍ୟରେ ଶକର ଗଡ, ଚିଚାବତନି, ସିୟାଲକୋଟ, ମଣ୍ଡି ବହାଉଦ୍ଦିନ, ରାୱଲପିଣ୍ଡି, ଝେଲମ, ହାଫିଜାବାଦ ଏବଂ ଜାଫରୱାଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଶୁଖିଲା, ସଙ୍କଟରେ ଜୀବନ ଜୀବିକା: ବର୍ଷାକୁ ଚାହିଁ ବସିଛନ୍ତି ଚାଷୀ

ଅମରପାଲି,୨୭ା୬(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲାର ଜୀବନରେଖା ଭାବେ ପରିଚିତ ମହାନଦୀ ଏବେ ଅନେକ ସ୍ଥାନରେ ଶୁଖିଲା ପଡ଼ିଥିବା ଦେଖାଯାଉଛି। ବିଶେଷକରି ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକର ନଦୀକୂଳିଆ ଗ୍ରାମଗୁଡ଼ିକର…

‘ହିଂସାର ମୁକାବିଲା ସମାନ ଭାଷାରେ ଦିଆଯିବ’ – ଇରାନକୁ କଡ଼ା ଚେତାବନୀ ଦେଲେ ଆମେରିକାର ଉପରାଷ୍ଟ୍ରପତି

ଓ୍ବାଶିଂଟନ,୨୭।୬: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ପରେ ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଉତ୍ତେଜନା ଦେଖାଦେଇଛି, ଯାହା ଦୁଇ ଦେଶ ମଧ୍ୟରେ…

ସରିବାକୁ ଯାଉଛି ଧାନ କିଣାବିକା ଅବଧି: ମଣ୍ଡିରେ ପଡିଛି ୪ଲକ୍ଷ ୩୮ହଜାର ବସ୍ତାଧାନ

ପଦ୍ମପୁର, ୨୭।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଗତ ଖରିଫ ଭଳି ଚଳିତବର୍ଷ ରବିରେ ମଧ୍ୟ ମଣ୍ଡିରେ ଧାନ ବିକ୍ରିକୁ ନେଇ ଚାଷୀ ବିଭିନ୍ନ ସମସ୍ୟାର…

ବିପଦସଙ୍କୁଳ ବରଗଡ଼-ଭେଡ଼େନ କେନାଲ: ବାଲିବସ୍ତା ପ୍ୟାଚଅପ୍‌କୁ ବାଉଁଶ ବାଡ଼ ଭରସା

ବରଗଡ଼,୨୭।୬(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। କିନ୍ତୁ ଏପର୍ଯ୍ୟନ୍ତ କେନାଲ ପାଣି ଛଡ଼ାଯାଇ ନାହିଁ। ଅନ୍ୟପଟେ ବରଗଡ଼-ଭେଡ଼େନ କେନାଲର ଥୁକ୍‌ପାଲିସ୍‌ ମରାମତି ଚାଲିଛି। କେନାଲ ପାର୍ଶ୍ୱରେ ବାଲିବସ୍ତା,…

India vs Ireland: ଦ୍ୱିତୀୟ ଟି-୨୦ରେ ଖେଳିବେ ବୈଭବ ସୂର୍ଯ୍ୟବଂଶୀ? ଲଜ୍ଜାଜନକ ପରାଜୟ ପରେ ବଢ଼ିଲା ଅଭିଯୋଗ

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟ ଦଳ ଶୁକ୍ରବାର ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚ ହାରିଗଲା, ବୈଭବ ସୂର୍ଯ୍ୟବଂଶୀଙ୍କୁ ସ୍ଥାନ ନ ଦେବା ନିଷ୍ପତ୍ତିକୁ ନେଇ କଡ଼ା ସମାଲୋଚନାର…

ଇସ୍ରାଏଲ-ଲେବାନନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଉପରେ ସହମତି; ହେଜବୋଲକୁ ନେଇ ଚେତାବନୀ ଦେଲେ ନେତାନ୍ୟାହୁ

ଜେରୁଜେଲମ,୨୭।୬: ଇସ୍ରାଏଲ ଏବଂ ହେଜବୋଲା ବିଦ୍ରୋହୀଙ୍କ ମଧ୍ୟରେ ଲଢ଼େଇ ବନ୍ଦ କରିବା ପାଇଁ ଦିନ ଦିନ ଧରି ଆଲୋଚନା ପରେ, ଇସ୍ରାଏଲ ଏବଂ ଲେବାନନ ଶୁକ୍ରବାର ୱାଶିଂଟନରେ…

ଟେକ୍ସାସରେ ମିଳିଲା ୧୯୦ ବର୍ଷ ପୁରୁଣା ଲୁହା କମାଣ ଗୋଳା

ସାନ୍‌ ଆଣ୍ଟୋନିଓ (ଟେକ୍ସାସ),୨୭ା୬:ଆମେରିକାର ଟେକ୍ସାସ ପ୍ରଦେଶରେ ଥିବା ପ୍ରସିଦ୍ଧ ‘ଆଲାମୋ’ ଐତିହାସିକ ସ୍ଥଳରୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ଅକ୍ଷତ ଲୁହା କମାଣ ଗୋଳା (କ୍ୟାନନ୍‌ବଲ୍‌) ପାଇଛନ୍ତି। ଏହା ୧୮୩୬…

ପୁଣି ମୁହାଁମୁହିଁ ହେଲେ ଆମେରିକା-ଇରାନ: ବଡ଼ ଆକ୍ରମଣ କଲା ଓ୍ବାଶିଂଟନ୍‌

ତେହରାନ,୨୭।୬:ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ କରିଛି। ଆମେରିକା ଇରାନୀ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ସ୍ଥାନଗୁଡ଼ିକୁ ଟାର୍ଗେଟ କରିଥିଲା। ହର୍ମୁଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri