Pakistan Election Results: ପାକିିସ୍ତାନ ନିର୍ବାଚନ ଫଳାଫଳ ନେଇ ସେନାଧ୍ୟକ୍ଷ ଦେଲେ ଏଭଳି ମନ୍ତବ୍ୟ…

ଇସଲାମାବାଦ,୧୦।୨ : ପାକିସ୍ତାନର ନିର୍ବାଚନ ଫଳାଫଳକୁ ନେଇ ପାକିସ୍ତାନ ସେନା ମୁଖ୍ୟଙ୍କ ବିବୃତ୍ତି ପ୍ରକାଶ ପାଇଛି। ଶନିବାର ସେନା ମୁଖ୍ୟ ଅସୀମ ମୁନିର ସଫଳ ନିର୍ବାଚନ ପାଇଁ ଦେଶର ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସାଧାରଣ ନିର୍ବାଚନକୁ ସୁରୁଖୁରୁରେ ଶେଷ କରିଥିବାରୁ ଅସୀମ ନିର୍ବାଚନ ଆୟୋଗଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି।

ଏହା ସହ ସେ କହିଛନ୍ତି ମୁଁ ଚାହୁଁଛି ଏହି ନିର୍ବାଚନରୁ ଦେଶ ଅରାଜକତା ଏବଂ ଖରାପ ରାଜନୀତିରୁ ମୁକ୍ତି ପାଇବ ଏବଂ ଆଗକୁ ବଢ଼ିବା ପାଇଁ ଏକ ସ୍ଥିର ସରକାର ପାଇବ।

ପାକିସ୍ତାନୀ ସେନା ମୁଖ୍ୟ ଆହୁରି ମଧ୍ୟ କହିଛନ୍ତି ସମସ୍ତ ଗଣତାନ୍ତ୍ରିକ ଶକ୍ତି ପରିଚାଳନା କରୁଥିବା ସରକାର ଜାତୀୟ ଉଦ୍ଦେଶ୍ୟ ପୂରଣ କରିବେ, ମୁଁ ଆଶା କରୁଛୀ ଏହି ନିର୍ବାଚନ ରାଜନୈତିକ, ଅଥର୍ର୍ନୈତିକ ସ୍ଥିରତା, ଶାନ୍ତି ଓ ସମୃଦ୍ଧତା ଆଣିବ।

ପାକିସ୍ତାନ ର୍ନିବାଚନରେ ଅନେକ ପ୍ରଶ୍ନ ଚିହ୍ନ ରହିଛି। ଫଳାଫଳକୁ ନେଇ ପାକିସ୍ତାନୀ ଗଣମାଧ୍ୟମ ସମେତ ଅନେକ ନେତା ଅଭିଯୋଗ କରିଛନ୍ତି। ଏଥି ସହିତ ଆମେରିକା, ବ୍ରିଟେନ ଏବଂ ୟୁରୋପୀୟ ୟୁନିଅନ ମଧ୍ୟ ପାକିସ୍ତାନର ନିର୍ବାଚନ ପ୍ରକ୍ରିୟାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି। ଏଥିରେ ଠକେଇ ଅଭିଯୋଗର ତଦନ୍ତ ଦାବି କରିଛନ୍ତି।

ଭୋଟରେ ଜାଲିଆତି ହୋଇଥିବା ରିପୋର୍ଟର ଉଭୟ ଦେଶ ତଦନ୍ତ କରିବାକୁ କହିଛନ୍ତି। ଉଭୟ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ଦଳ ଏବଂ ଜେଲରେ ଥିବା ଇମ୍ରାନ ଖାନ ବିଜୟ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ଭାଜପାକୁ ବଡ଼ ଝଟକା! ୩ ଟିଏମସି ଏମପିଙ୍କ ନିଷ୍ପତ୍ତିକୁ ନେଇ ବଢିଲାଣି ରାଜନୈତିକ ଚର୍ଚ୍ଚା

କୋଲକାତା,୫।୮: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ସରଗରମ ହେବାରେ ଲାଗିଛି। ପୂର୍ବରୁ ଟିଏମସିରୁ ଅଲଗା ହୋଇ ଏକ ପୃଥକ ଗୋଷ୍ଠୀରେ ଯୋଗ ଦେଇଥିବା ତିନି ଜଣ ମୁସଲିମ ଏମପିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri