Posted inଫୁରସତ

ଭଗବାନ ଆମର ପ୍ରାର୍ଥନା ଶୁଣିଛନ୍ତି.. ଦୁଇ ଯାଆଁଳା ଭଉଣୀଙ୍କ କ୍ୟୁଟ୍‌ ଅନ୍ଦାଜ୍‌ ଦେଖି ଲୋକେ ଫିଦା…

କଶ୍ମୀରର ଉପତ୍ୟକା ଏବେ ଆହୁରି ସୁନ୍ଦର ଦେଖାଯାଉଛି। ପର୍ଯ୍ୟଟକଙ୍କ ସହ ସ୍ଥାନୀୟ ଲୋକମାନେ ମଧ୍ୟ ତୁଷାରପାତକୁ ଉପଭୋଗ କରୁଛନ୍ତି। ଏହି ସମୟରେ ଜମ୍ମୁ କଶ୍ମୀରର କୋକେନ୍ରାଗ ଅଞ୍ଚଳର ଯାଆଁଳା ଭଉଣୀଙ୍କ ଭିଡିଓ ଇଣ୍ଟରନେଟରେ ଭାଇରାଲ ହେବାରେ ଲାଗିଛି। ଏଥିରେ ଜାଇବା ଏବଂ ଜୈନାବ ନାମକ ଦୁଇ ଭଉଣୀ ବ୍ଲଗ କରୁଥିବା ଦେଖାଯାଉଛି।
ଜାଇବା ଏବଂ ଜୈନାବ ନର୍ସରୀ ଶ୍ରେଣୀରେ ଅଧ୍ୟୟନ କରନ୍ତି ଏବଂ ଉଭୟ ଭଉଣୀଙ୍କୁ ୬ ବର୍ଷ ବୟସ ହୋଇଥିଲା, କିନ୍ତୁ ସେମାନଙ୍କର କଥା କହିବା ଶୈଳି ଏପରି ଯେ ପ୍ରତ୍ୟେକ ଲୋକ ଫିଦା ହୋଇଯାଆନ୍ତି। ଭାଇରାଲ ଭିଡିଓରେ ଉଭୟ ଭଉଣୀ କହୁଛନ୍ତି ଯେ,ତୁଷାରପାତ ଉପଭୋଗ ପାଇଁ ଆମେ ସର୍ବଶକ୍ତିମାନ ଆଲ୍ଲାହାଙ୍କ ନିକଟରେ ପ୍ରାର୍ଥନା କରିଥିଲୁ … ଆମର ପ୍ରାର୍ଥନା ଆଲ୍ଲାହା ଶୁଣିଛନ୍ତି।
ଭିଡିଓରେ ଉଭୟ ଯାଆଁଳା ଭଉଣୀ ବରଫରେ ଖେଳୁଥିବା ଏବଂ କଶ୍ମୀରରେ ତୁଷାରପାତ ବିଷୟରେ ମଧ୍ୟ କଥାବାର୍ତ୍ତା କରୁଥିବା ଦେଖିବାକୁ ମିଳିଛି। ସୋସିଆଲ ମିଡିଆ ୟୁଜର୍ସମାନେ ଏହି ଭିଡିଓକୁ ବହୁତ ସୁନ୍ଦର ବୋଲି ବର୍ଣ୍ଣନା କରିଥିଲେ ଏବଂ ଝିଅମାନଙ୍କର ଆକର୍ଷଣୀୟ ଏବଂ ନିରୀହ ହସକୁ ପ୍ରଶଂସା କରିଥିଲେ।
ଉଭୟ ଭଉଣୀଙ୍କ ସ୍ବପ୍ନ ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭେଟିବା। ମୋଦି କଶ୍ମୀରକୁ ଆସିବା ଉଚିତ ଏବଂ ଫଳରେ ତାଙ୍କୁ ଦୁଇ ଭଉଣୀ ଭେଟି ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri