ଇମ୍ରାନ୍‌ଙ୍କୁ ୫ ବର୍ଷ ପାଇଁ ଆଯୋଗ୍ୟ ଘୋଷଣା କଲା ପାକିସ୍ତାନ ନିର୍ବାଚନ ଆୟୋଗ

ଇସଲାମାବାଦ,୯।୮: ପାକିସ୍ତାନର ନିର୍ବାଚନ ଆୟୋଗ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ତାଙ୍କୁ ୫ ବର୍ଷ ପାଇଁ ଅଯୋଗ୍ୟ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ପାକିସ୍ତାନର ନିର୍ବାଚନ ଆୟୋଗ ଏକ ବିଜ୍ଞପ୍ତି ଜାରି କରିଛନ୍ତି। ଅଦାଲତର ୫ ଅଗଷ୍ଟ ୨୦୨୩ର ନିଷ୍ପତ୍ତିକୁ ଦୃଷ୍ଟିରେ ରଖି ନିର୍ବାଚନ ଆୟୋଗ ଇମ୍ରାନ୍‌ ଖାନଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି।

ପାକିସ୍ତାନର ନିର୍ବାଚନ ଅଧିନିୟମ,୨୦୧୭ର ଧାରା ୧୬୭ଅନୁଯାୟୀ ଇମ୍ରାନ୍‌ ଖାନ ଦୋଷୀ ସାବ୍ୟସ୍ତ ହୋଇଥିଲେ ଏବଂ ତାଙ୍କୁ ତିନି ବର୍ଷ ଦଣ୍ଡାଦେଶ କରାଯିବା ସହ ଏକ ଲକ୍ଷ ଟଙ୍କା ଜରିମାନା ମଧ୍ୟ ଲାଗୁ କରାଯାଇଥିଲା। ନିର୍ବାଚନ ଆୟୋଗର ବିଜ୍ଞପ୍ତି ଅନୁଯାୟୀ ଇମ୍ରାନ୍‌ ଖାନଙ୍କୁ ପାକିସ୍ତାନର ସମ୍ବିଧାନର ଧାରା ୬୩(୧) (ଏଚ୍‌) ସହିତ ନିର୍ବାଚନ ଅଧିନିୟମ ୨୦୧୭ର ଧାରା ୨୩୨ ଅନୁଯାୟୀ ଅଯୋଗ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି।…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri