ଭାରତୀୟ ହାଇ କମିଶନ ଅଧିକାରୀଙ୍କୁ ବହିଷ୍କାର କଲା ପାକିସ୍ତାନ

ଇସ୍‌ଲାମାବାଦ,୨୨।୫: ଇସ୍‌ଲାମାବାଦ ସ୍ଥିତ ଭାରତୀୟ ହାଇ କମିଶନର ଜଣେ ଅଧିକାରୀଙ୍କୁ ଗୁରୁବାର ପାକିସ୍ତାନ ବହିଷ୍କାର କରିଛି। ତାଙ୍କୁ ପାକିସ୍ତାନ ସରକାର ଅବାଞ୍ଛିତ ଘୋଷଣା କରିବା ସହ ୨୪ ଘଣ୍ଟା ମଧ୍ୟରେ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଭାରତୀୟ ହାଇ କମିଶନ’ର ମୁଖ୍ୟଙ୍କୁ ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରଣାଳୟକୁ ଡକାଯାଇ ଏ ସମ୍ପର୍କରେ ଅବଗତ କରାଯାଇଛି। ଭାରତୀୟ ହାଇ କମିଶନରେ କାର୍ଯ୍ୟରତ ଅଧିକାରୀମାନେ ଯେପରି ସେମାନଙ୍କୁ ମିଳୁଥିବା ସୁବିଧାର ଅପବ୍ୟବହାର ନ କରନ୍ତି ସେଥିପ୍ରତି ପାକିସ୍ତାନ ପକ୍ଷରୁ ଜୋର୍‌ ଦିଆଯାଇଛି।

ବୁଧବାର ନୂଆଦିଲ୍ଲୀସ୍ଥିତ ପାକିସ୍ତାନୀ ହାଇ କମିଶନରେ କାର୍ଯ୍ୟରତ ଜଣେ ଅଧିକାରୀଙ୍କୁ ଭାରତ ସରକାର ବହିଷ୍କାର କରିବା ପରେ ପାକିସ୍ତାନ ପକ୍ଷରୁ ମଧ୍ୟ ସମାନ ପନ୍ଥା ଅବଲମ୍ବନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri