ଜାତିସଂଘରେ ପାକିସ୍ତାନ ମୁହଁ ପଡ଼ିଲା କଳା

ଜେନେଭା, ୩।୯: ଜାତିସଂଘରେ ପାକିସ୍ତାନର ମୁହଁ କଳା ପଡ଼ିଯାଇଛି। ୨ ଜଣ ଭାରତୀୟଙ୍କୁ ଆତଙ୍କବାଦୀ ଘୋଷଣା ପାଇଁ ସୁରକ୍ଷା ପରିଷଦରେ ପାକିସ୍ତାନ କରିଥିବା ଦାବି ଖାରଜ ହୋଇଯାଇଛି। ଆମେରିକା, ବ୍ରିଟେନ୍‌ ସମେତ ଅନ୍ୟ ଦେଶ ପାକିସ୍ତାନର ଦାବିକୁ ଅଗ୍ରାହ୍ୟ କରିଦେଇଛନ୍ତି। ଏନେଇ ଜାତିସଂଘରେ ଥିବା ଭାରତର ସ୍ଥାୟୀ ପ୍ରତିନିଧି ଟି.ଏସ୍‌. ତିରୁମୂର୍ତ୍ତି ଟୁଇଟ୍‌ କରି ସୂଚନା ଦେଇଛନ୍ତି। ୮ ମାସ ମଧ୍ୟରେ ଦ୍ୱିତୀୟ ଥର ଲାଗି ଭାରତ ସପକ୍ଷରେ ଏହି ନିଷ୍ପତ୍ତି ଯାଇଛି। ବର୍ଷ ଆରମ୍ଭରେ ପାକିସ୍ତାନ ଏହି ଦାବି କରିଥିଲା। ସେତେବେଳେ ମଧ୍ୟ ଏହା ଜାତିସଂଘ ସୁରକ୍ଷା ପରିଷଦରେ ଖାରଜ ହୋଇଯାଇଥିଲା। ଭାରତୀୟ ନାଗରିକ ଅଜୟ ମିସ୍ତ୍ରୀ ଏବଂ ବେଣୁ ମାଧବ ଡୋଗରାଙ୍କୁ ଆତଙ୍କବାଦୀ ଘୋଷଣା ପାଇଁ ପାକିସ୍ତାନ ଦାବି କରିଥିଲା। ଦ୍ୱିତୀୟ ଥର ଲାଗି କାଟ ଖାଇଥିବା ତିରୁମୂର୍ତ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍‌ସିଆଇଆର୍‌ଏଫ୍‌ର ଦାବି

ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା…

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା…

ଗ୍ରାହକଙ୍କୁ ବଡ଼ ଝଟ୍‌କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…

ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ…

‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ

ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri