Posted inଖେଳ

ବିରାଟ କୋହଲିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ଖେଳାଳି, କହିଲେ କାଲି ପର୍ଯ୍ୟନ୍ତ ଅପେକ୍ଷା କରିପାରିବି ନାହିଁ

ଇସଲାମାବାଦ/ନୂଆଦିଲ୍ଲୀ,୫ ।୧୧: ପୂର୍ବତନ ଭାରତୀୟ କ୍ରିକେଟ ଦଳର କ୍ୟାପଟେନ ବିରାଟ କୋହଲି ନଭେମ୍ବର ୫ରେ ୩୪ ବର୍ଷରେ ପଦାର୍ପଣ କରିଛନ୍ତି । ଶନିବାର ସେ ତାଙ୍କର ୩୪ ତମ ଜନ୍ମଦିନ ପାଳନ କରିବେ । ହେଲେ ଏହା ପୂର୍ବରୁ ତାଙ୍କ ପ୍ରଶଂସକ ଶୁକ୍ରବାରଠାରୁ ତାଙ୍କର ଭେବରେଟ କ୍ରିକେଟରଙ୍କ ବାର୍ଥ ଡେ’ ସେଲିବ୍ରେଶନରେ ବୁଡି ଯାଇଛନ୍ତି । ଏହାସହ କେତେଜଣ ପୂର୍ବତନ କ୍ରିକେଟର ବି ବିରାଟଙ୍କୁ ତାଙ୍କ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ପାକିସ୍ତାନର ଦ୍ରୁତ ବୋଲର ଶାହନୱାଜ ଦହାନୀ ବିରାଟଙ୍କୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି । ଟୁଇଟ କରି ଏହି ପାକିସ୍ତାନ ଖେଳାଳି ବିରାଟଙ୍କୁ ଅଲ ଟାଇମ ଗ୍ରେଟ ବୋଲି କହିଛନ୍ତି ।
ସୂଚନାଯୋଗ୍ୟ, ଶାହନୱାଜ ଦହାନୀ ପାକିସ୍ତାନ ଟିମର ମେମ୍ବର ଏବେ ସେ ବାବର ଆଜମଙ୍କ ନେତୃତ୍ୱରେ ଦଳ ସହିତ ଅଷ୍ଟ୍ରେଲିଆରେ ଅଛନ୍ତି । ବିରାଟଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ସେ ଏକ ଫଟୋ ଟୁଇଟ କରିଛନ୍ତି । ଏହାସହ ସେ ଲେଖିଛନ୍ତି, କ୍ରିକେଟକୁ ଏକ ସୁନ୍ଦର ଖେଳ କରିଥିବା ବ୍ୟକ୍ତିଙ୍କୁ ମୁଁ ଜନ୍ମଦିନର ଶୁଭେଚ୍ଛା ଜଣାଇବାକୁ ୫ ନଭେମ୍ବର ପର୍ଯ୍ୟନ୍ତ ଅପେକ୍ଷା କରିପାରିବି ନାହଁ ।

 


Enter your email to get our daily news in your inbox.

All Right Reserved By Dharitri.Com

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?