କାଙ୍ଗାଳ ପଥରେ ଥିବା ପାକିସ୍ତାନର ସହାୟତା ଲାଗି ଆଗକୁ ଆସିଲା ୟୁଏଇ

ଇସଲାମାବାଦ,୨୦।୧: ଡିଫଲ୍ଟର ପଥରେ ଥିବା ପାକିସ୍ତାନକୁ ସାହାଯ୍ୟ କରିବାକୁ ଆଗେଇ ଆସିଛି ବନ୍ଧୁ ଦେଶ ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ)। ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ଖାଲି ହେବାକୁ ଯାଉଛି। ଏଥିଲାଗି ପାକିସ୍ତାନ ଋଣ ନେଇପାରୁନାହିଁ କି କିସ୍ତି ପରିଶୋଧ କରିବାରେ ସକ୍ଷମ ନୁହେଁ। ଏଭଳି ସମୟରେ ୟୁଏଇ ପାକିସ୍ତାନକୁ ୨ ବିଲିୟନ ଡଲାର ଦେଇଛି। ଏନେଇ ପାକିସ୍ତାନର ଅର୍ଥମନ୍ତ୍ରୀ ଇଶାକ ଦାର୍‌ ନିଶ୍ଚିତ କରିଛନ୍ତି।

ଆବୁଧାବି ଫଣ୍ଡ ଫର୍‌ ଡେଭେଲପମେଣ୍ଟ(ଏଡିଏଫ୍‌ଡି) ତରଫରୁ ଷ୍ଟେଟ ବ୍ୟାଙ୍କ ଅଫ୍‌ ପାକିସ୍ତାନ(ଏସ୍‌ବିପି)ରେ ୨ ବିଲିୟନ ଡଲାର ଜମା ପ୍ରତ୍ୟାହାର ପାଇଁ ଅବଧିକୁ ବଢ଼ାଇ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଗତ ସପ୍ତାହରେ ଆଧିକାରିକ ଯାତ୍ରା ସମୟରେ ୟୁଏଇ ରାଷ୍ଟ୍ରପତିଙ୍କ ସହ ଆଲୋଚନା କରିଥିଲେ। ପାକିସ୍ତାନ-ୟୁଏଇ ବନ୍ଧୁତା ଜିନ୍ଦାବାଦ ବୋଲି ଅର୍ଥମନ୍ତ୍ରୀ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri