କଶ୍ମୀର ସମସ୍ୟାର ସମାଧାନ ବିନା ଦକ୍ଷିଣ ଏସିଆରେ ଶାନ୍ତି ଅସମ୍ଭବ: ପାକିସ୍ତାନ

ଇସଲାମାବାଦ,୧୩ ।୧୦: ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମହମୁଦ କୁରୈଶି ପୁଣିଥରେ କଶ୍ମୀରକୁ ନେଇ ଏକ ବିବାଦୀୟ ବୟାନ ଦେଇଛନ୍ତି । ମଙ୍ଗଳବାର କୁରୈଶି କାଜାକିସ୍ତାନରେ ଏକ ବହୁପାକ୍ଷିକ ବୈଠକରେ କଶ୍ମୀର ପ୍ରସଙ୍ଗକୁ ଉଠାଇ କହିଛନ୍ତି ଭାରତ ସହ କଶ୍ମୀର ସମସ୍ୟାର ସମାଧାନ ବିନା ଦକ୍ଷିଣ ଏସିଆରେ ସ୍ଥାୟୀ ଶାନ୍ତି ସମ୍ଭବ ନୁହେଁ । କୁରୈଶି ଭିଡିଓ କନଫରେନସିଂ ମାଧ୍ୟମରେ ଏସିଆକୁ ନେଇ କଥାବାର୍ତ୍ତା ଓ ବିଶ୍ୱାସ ନିର୍ମାଣ ଉପାୟ(ସିଆଇସିଏ)ର ସମ୍ମିଳନୀରେ ବୈଦେଶିକ ମନ୍ତ୍ରୀଙ୍କ ବୈଠକକୁ ସମ୍ବୋଧିତ କରି ଏହି ଟିପ୍ପଣି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ତାତି ଭାଙ୍ଗିବ ରେକର୍ଡ

ଓ୍ବାଶିଂଟନ: ୨୦୨୦ ସର୍ବାଧିକ ଉତ୍ତପ୍ତ ବର୍ଷ ହେବ। ହୁଏତ ଚଳିତ ବର୍ଷର ତାତି ସମସ୍ତ ପୁରୁଣା ରେକର୍ଡକୁ ଭାଙ୍ଗି ଦେଇପାରେ। ଏପରି ପୂର୍ବାନୁମାନ କରିଛନ୍ତି ପାଣିପାଗ...

ନୂଆ ଭାରିଆଣ୍ଟ୍‌ ଆଗରେ ଅକାମୀ ହେଉଛି ଭାକ୍ସିନ୍‌, ବିଶେଷଜ୍ଞ ଦେଲେ ସୂଚନା…

ଲଣ୍ଡନ,୧୬।୫: କରୋନା ମହାମାରୀ ସଂକ୍ରମଣରେ ଭାକ୍ସିନ୍‌ ଏବେ ପ୍ରଭାବଶୂନ୍ୟ ହେବାରେ ଲାଗିଛି। ନୂଆ ବି-୧-୬୭୧-୨ ଭାରଆଣ୍ଟ୍‌ ବିରୋଧରେ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ସୃଷ୍ଟି କରିବା...

ଆଗକୁ ବଢ଼ିଲେ ଜବାବ ଦେବୁ: ପାକ୍‌

ଇସ୍‌ଲାମାବାଦ,୧୨ା୧(ପି.ଟି.): ଭାରତୀୟ ସେନା ପିଓକେ ଆଡ଼କୁ ଅଗ୍ରସର ହେଲେ କଡ଼ା ଜବାବ ଦେବା ପାଇଁ ପ୍ରସ୍ତୁତ ବୋଲି ପାକିସ୍ତାନ କହିଛି। ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ...

ଖ୍ରୀଷ୍ଟ ମାସ ପୂର୍ବରୁ ସାଣ୍ଟା କ୍ଲଜ୍‌ ବେଶରେ ପୋଲିସ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ପେରୁର ଦୁଇ ପୋଲିସ ଅଫିସର ଖ୍ରୀଷ୍ଟ ମାସ ପୂର୍ବରୁ ସାଣ୍ଟା କ୍ଲଜ୍‌ ପୋଷାକରେ ନଜର ଆସିଛନ୍ତି। ଜଣେ ଡ୍ରଗ୍ସ ଡିଲରଙ୍କୁ ଧରିବା ପାଇଁ ଦୁଇ ଅଧିକାରୀ...

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ଜନବସତି ମୁହାଁ ବନ୍ୟପ୍ରାଣୀ

ସିଡ୍‌ନୀ,୧୯।୧୨: ଅଷ୍ଟ୍ରେଲିଆରେ ଚଳିତ ବର୍ଷର ଦ୍ୱିତୀୟ ଏମରଜେନ୍ସି ଘୋଷଣା କରାଯାଇଛି। କାରଣ ଜଙ୍ଗଲରେ ଲାଗିଥିବା ନିଆଁ ଏବେ ସିଡ୍‌ନୀ ସହରକୁ ଘେରି ରଖିଛି। Kanangra-Boyd National...

କରୋନା ସଂକ୍ରମିତଙ୍କ ଗୁରୁତର ଅବସ୍ଥା ସମ୍ପର୍କରେ ପୂର୍ବରୁ ସୂଚିତ କରିବ ବାୟୋମାର୍କର

ଓ୍ବାଶିଂଟନ,୨୮।୪: କରୋନା ସଂକ୍ରମିତଙ୍କ ଅବସ୍ଥା ଗୁରୁତର ହେବ କି ନାହିଁ ସେନେଇ ପୂର୍ବରୁ ଜଣାପଡ଼ିବ। ଏନେଇ ଇଣ୍ଟରନ୍ୟାଶନାଲ ଇମ୍ୟୁନୋ ଫାର୍ମାକୋଲୋଜି ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ...

ସ୍ବଚ୍ଛ ଭାରତ ଅଭିଯାନ: ମୋଦିଙ୍କୁ ମିଳିବ ‘ଗ୍ଲୋବାଲ ଗୋଲ୍‌ କିପର ଆଓ୍ବାର୍ଡ’

ଓ୍ବାଶିଂଟନ,୨୪।୯: ସ୍ବଚ୍ଛ ଭାରତ ଅଭିଯାନ ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକାରେ ‘ଗ୍ଲୋବାଲ ଗୋଲ୍‌ କିପର ଆଓ୍ବାର୍ଡ’ ପ୍ରଦାନ କରାଯିବ। ବିଲ୍‌-ମିଲେଣ୍ଡା ଫାଉଣ୍ଡେସନ୍‌ ପକ୍ଷରୁ ଏହି...

ବିଶ୍ୱ ସ୍ତରରେ ବଢ଼ିବେ ୨୫ ଲକ୍ଷ ବେକାର

ଜାତିସଂଘ,୨୨ା୧: ସାରା ବିଶ୍ୱରେ ବେକାରି ସମସ୍ୟା ଏବେ ଉତ୍କଟ ହେଉଛି। ୨୦୨୦ରେ ବେକାରି ହାର ବଢ଼ିବା ସହ ଏହି ସଂଖ୍ୟାରେ ଆଉ ୨୫ ଲକ୍ଷ ବେକରୀ...

Advertisement


Archives

Model This Week