କଶ୍ମୀର ସମସ୍ୟାର ସମାଧାନ ବିନା ଦକ୍ଷିଣ ଏସିଆରେ ଶାନ୍ତି ଅସମ୍ଭବ: ପାକିସ୍ତାନ

ଇସଲାମାବାଦ,୧୩ ।୧୦: ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମହମୁଦ କୁରୈଶି ପୁଣିଥରେ କଶ୍ମୀରକୁ ନେଇ ଏକ ବିବାଦୀୟ ବୟାନ ଦେଇଛନ୍ତି । ମଙ୍ଗଳବାର କୁରୈଶି କାଜାକିସ୍ତାନରେ ଏକ ବହୁପାକ୍ଷିକ ବୈଠକରେ କଶ୍ମୀର ପ୍ରସଙ୍ଗକୁ ଉଠାଇ କହିଛନ୍ତି ଭାରତ ସହ କଶ୍ମୀର ସମସ୍ୟାର ସମାଧାନ ବିନା ଦକ୍ଷିଣ ଏସିଆରେ ସ୍ଥାୟୀ ଶାନ୍ତି ସମ୍ଭବ ନୁହେଁ । କୁରୈଶି ଭିଡିଓ କନଫରେନସିଂ ମାଧ୍ୟମରେ ଏସିଆକୁ ନେଇ କଥାବାର୍ତ୍ତା ଓ ବିଶ୍ୱାସ ନିର୍ମାଣ ଉପାୟ(ସିଆଇସିଏ)ର ସମ୍ମିଳନୀରେ ବୈଦେଶିକ ମନ୍ତ୍ରୀଙ୍କ ବୈଠକକୁ ସମ୍ବୋଧିତ କରି ଏହି ଟିପ୍ପଣି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଏହି ଯୋଜନାକୁ ପ୍ରଶଂସା କଲେ ରାହୁଲ ଗାନ୍ଧୀ

ଲଣ୍ଡନ,୩।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବ୍ରିଟେନ ଗସ୍ତରେ ଅଛନ୍ତି। ଏହି ଅବସରରେ ସେ କେମ୍ବ୍ରିଜ ବିଶ୍ୱବିଦ୍ୟାଳୟର ବିଜ୍‌ନେସ୍‌ ସ୍କୁଲର ଛାତ୍ରୀଛାତ୍ରଙ୍କୁ ସମ୍ବୋଧିତ କରିଥିଲେ। ନିଜ...

ପୃଥିବୀରେ ସବୁଠାରୁ ଭଲ ଦେଶ ରୁଷିଆ: ପୁଟିନ…

ମସ୍କୋ,୧୨।୨ : ରୁଷିଆକୁ ଭଲ ଦେଶ ବୋଲି କହି ନ ଥିବାରୁ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କ୍ରେମଲିନ ଅଧିକାରୀଙ୍କୁ ତାଗିଦ କରିଛନ୍ତି। ଏହି ଘଟଣାର ଏକ...

ଡବ୍ଲୁଏଚ୍‌ଓର ଚେତାବନୀ ପୁଣିଥରେ ଫେରିପାରେ କରୋନା

ଜେନେଭା,୨୬।୫: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ସୋମବାର କରୋନା ମହାମାରୀକୁ ନେଇ ଆଉ ଏକ ଚେତାବନୀ ଦେଇଛି। ଡବ୍ଲୁଏଚ୍‌ଓ କହିଛି ଯେଉଁ ଦେଶରେ କରୋନା ସଂକ୍ରମଣ କମ୍‌...

ବଢ଼ିପାରେ ସୁରକ୍ଷା ପରିଷଦ ସ୍ଥାୟୀ ସଦସ୍ୟ ସଂଖ୍ୟା: ଗୁଟେରସଙ୍କ ସୂଚନା…

ନ୍ୟୁୟର୍କ,୨୦।୧୨ : ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ସ୍ଥାୟୀ ସଦସ୍ୟଙ୍କ ସଂଖ୍ୟା ବୃଦ୍ଧି କରାଯାଇପାରେ ବୋଲି ଚର୍ଚ୍ଚା ହେଉଛି । ଏହି ପ୍ରସଙ୍ଗ ଉପରେ ମଧ୍ୟ...

ସମୁଦ୍ରରେ ଖସିପଡ଼ିଲା ହେଲିକପ୍ଟର

ଓ୍ବାଶିଂଟନ,୨୦।୨: ଆମେରିକାର ଫ୍ଲୋରିଡା ଅନ୍ତର୍ଗତ ମିଆମି ବେଳାଭୂମି ନିକଟରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇ ସମୁଦ୍ରରେ ଖସିପଡ଼ିଛି। ହେଲିକପ୍ଟରରେ ୩ ଜଣ ଯାତ୍ରୀ ଥିଲେ। ସେହି...

‘ଯୁଦ୍ଧରେ ଆଗକୁ ବଢ଼ିବାକୁ ହେଲେ ଉନ୍ନତମାନର ଅସ୍ତ୍ରଶସ୍ତ୍ର ଦରକାର’

କିଭ୍‌,୨୧ା୧: ଦୀର୍ଘ ୧୧ ମାସ ଧରି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି। ଏଭଳି ପରିସ୍ଥିତିରେ ରୁଷିଆ ବିରୋଧରେ ଯୁଦ୍ଧ କରିବାକୁ ହେଲେ ୟୁକ୍ରେନକୁ...

ହିଣ୍ଡେନ୍‌ବର୍ଗ ଖୋଲିଲା ଆଦାନୀ ପେଡ଼ି

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୮।୧:  ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ ଆଦାନୀ ଗ୍ରୁପ୍‌ ବିରୋଧରେ ଆସିଛି ସାଂଘାତିକ ଅଭିଯୋଗ। ଦେଶର ଏହି ଅଗ୍ରଣୀ କମ୍ପାନୀ ନିଜ ଷ୍ଟକ୍ସ ଓ ଆକାଉଣ୍ଟରେ...

ଯୁଦ୍ଧ ହେଲେ ପୃଥିବୀରେ ବଢ଼ିବ ଦରଦାମ୍‌,ତେଲରେ ଲାଗିବ ନିଆଁ….

ମସ୍କୋ, ୧୫।୨ : ୟୁକ୍ରେନ୍‌ ଉପରେ ରୁଷିଆର ସମ୍ଭାବ୍ୟ ଆକ୍ରମଣ ନେଇ ଏବେ ଅନ୍ତର୍ଜାତୀୟସ୍ତରରେ ଆତଙ୍କ ସୃଷ୍ଟି ହୋଇଛି। ଯୁଦ୍ଧ ହେଲେ ପୃଥିବୀରେ ଦରଦାମ୍‌ ବଢ଼ିବାର...

Advertisement
Archives

Model This Week