Posted inଖେଳ

ଶୁବମନ ଗିଲ୍‌ଙ୍କୁ ସ୍ବତନ୍ତ୍ର ନାଁରେ ଡାକିଲେ ପାକିସ୍ତାନ କ୍ରିକେଟର୍‌

ନୂଆଦିଲ୍ଲୀ,୨୨।୧: ଦିନିକିଆ କ୍ରିକେଟରେ ଭାରତୀୟ ଓପନର୍‌ ଶୁବମନ ଗିଲ ରନ ବର୍ଷା କରୁଛନ୍ତି। ନିକଟରେ ସେ ଲଗାତର ଶତକ ଏବଂ ଦ୍ୱିଶତକ ହାସଲ କରିଛନ୍ତି। ଶୁବମନଙ୍କ ଏହି ପ୍ରଦର୍ଶନକୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡର ପୂର୍ବତନ ଅଧ୍ୟକ୍ଷ ତଥା କ୍ରିକେଟର୍‌ ରମିଜ ରାଜା ତାଙ୍କୁ ପ୍ରଶଂସା କରିଛନ୍ତି। ସେ ଗିଲଙ୍କୁ ଏକ ସ୍ପେଶାଲ୍‌ ନାଁରେ ଡାକିଛନ୍ତି।
ରମିଜ ରାଜା ଶୁବମନଙ୍କୁ ପ୍ରଶଂସା କରି କହିଛନ୍ତି, ଶୁଭମାନ ଗିଲ ‘ମିନି ରୋହିତ ଶର୍ମା’ଙ୍କ ପରି ଦେଖାଯାଉଛନ୍ତି। ତାଙ୍କର ଯଥେଷ୍ଟ ଦକ୍ଷତା ଅଛି। ସମୟ ସହିତ ସେମାନଙ୍କ ମଧ୍ୟରେ ଆକ୍ରମକତା ଆସିବ। ସେ ନିଜ ଭିତରେ କିଛି ପରିବର୍ତ୍ତନ କରିବା ଆବଶ୍ୟକ ନାହିଁ। ନିକଟରେ ସେ ଦ୍ୱିଶତକ ହାସଲ କରିଛନ୍ତି।
ଶୁବମନ ଗିଲ ଏପର୍ଯ୍ୟନ୍ତ ଦଦିନିକିଆ କ୍ୟାରିୟରରେ ୨୦ଟି ମ୍ୟାଚ ଖେଳିଛନ୍ତି। ଏଠାରେ ସେ ବ୍ୟାଟିଂ ହାରାହାରି ୭୧.୩୭ରେ ୧୧୪୨ ରନ ସ୍କୋର କରିଛନ୍ତି। ଏହି ସମୟ ମଧ୍ୟରେ ତାଙ୍କର ଷ୍ଟ୍ରାଇକ ହାର ମଧ୍ୟ ୧୦୭.୩୩ ହୋଇଛି। ତାଙ୍କ କ୍ଷୁଦ୍ର କ୍ୟାରିୟରରେ ୩ ଶତକ ଏବଂ ୫ ଅର୍ଦ୍ଧଶତକ ହାସଲ କରିଥିବା ଶୁବମନ ମଧ୍ୟ ଦିନିକିଆ କ୍ରିକେଟରେ ଏକ ହଜାର ରନ ପୂରଣ କରିବାରେ ଦ୍ରୁତତମ ଭାରତୀୟ ହେବାର ରେକର୍ଡ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନାଗଡ଼ରେ ଏନଫୋର୍ସ ଟିମର ଖାଦ୍ୟ ସାମଗ୍ରୀ ଯାଞ୍ଚ

ଜୁନାଗଡ଼,୧୮।୪(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ଏନଫୋର୍ସ ଟିମ ପକ୍ଷରୁଖାଦ୍ୟ ସାମଗ୍ରୀ ଯାଞ୍ଚ କରାଯାଇଛି। ଏହି ଟିମରେ ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ,ଜୁନାଗଡ଼…

ସିବିଏସ୍‌ଇ ଦଶମ ପରୀକ୍ଷା: ପ୍ରଗତି କନ୍‌ସେପ୍ଟ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ)-ସିବିଏସ୍‌ଇ ଦଶମ ପରୀକ୍ଷାରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରଗତି କନ୍‌ସେପ୍ଟ ସ୍କୁଲର ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଛାତ୍ର ବବୁଲ କୁମାର ମେହେର ୯୭.୬୦%…

ନୂଆପଡ଼ାରେ ତିନିଦିନ ସ୍କୁଲ ବନ୍ଦ

ନୂଆପଡ଼ା,୧୮ା୪ (ମକାରୁ ବେମାଲ): ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନୂଆପଡ଼ା ଜିଲା ପ୍ରଶାସନ ସମସ୍ତ ସ୍କୁଲକୁ ତିନିଦିନ ପାଇଁ ବନ୍ଦ ଘୋଷଣା କରିଛି।…

ହର୍ମୁଜରେ ଭାରତୀୟ ଜହାଜ ଉପରେ ଗୁଳିମାଡ଼ କଲା ଇରାନ! ସମୁଦ୍ର ମଝିରେ ମୁହାଁମୁହିଁ ହୋଇଗଲେ…

ନୂଆଦିଲ୍ଲୀ,୧୮।୪: ବିଶ୍ୱ ଶକ୍ତି ଯୋଗାଣ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଧମନୀ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ଇରାନୀ…

ଭାରତ ଆଡେ ମୁହାଁଉଥିବା ତେଲ ଟ୍ୟାଙ୍କର ହର୍ମୁଜରେ ନେଲା ୟୁ ଟର୍ନ, ହଠାତ୍‌ ମଝି ସମୁଦ୍ରରେ ଘେରିଗଲେ…

ନୂଆଦିଲ୍ଲୀ,୧୮।୪: ଇରାନର ଦାବି ସତ୍ତ୍ୱେ ଯେ ସେ ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଭାବରେ ଖୋଲି ଦେଇଛି, ପରିସ୍ଥିତି ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୱାଭାବିକ ହୋଇନାହିଁ। ବ୍ଲୁମବର୍ଗର ଏକ ରିପୋର୍ଟ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍‌ହା

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ…

ପାକିସ୍ତାନ ଆତଙ୍କୀ ଲିଙ୍କ: ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ, ଦେଶ ବିରୋଧରେ ବଡ଼ ଧରଣର ଷଡ଼ଯନ୍ତ୍ର

ଭୁବନେଶ୍ୱର,୧୮।୪: ଶେଖ୍‌ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ ଦ୍ବାରା ଆତଙ୍କବାଦୀ ମଡ୍ୟୁଲ ପର୍ଦ୍ଦାଫାସ କରାଯାଇଛି। ଇମ୍ରାନଙ୍କ ସହ ଅନ୍ୟ ୩…

୨ ଯୁବତୀଙ୍କ ସହ ବାଇକ୍‌ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…

ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri