ଫେରୁଛନ୍ତି ନଓ୍ବାଜ: ଲାହୋରରେ ଆଲର୍ଟ ଜାରି

ଇସଲାମବାଦ,୨୦।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ଶନିବାର ପାକିସ୍ତାନ ଫେରୁଛନ୍ତି। ବ୍ରିଟେନରେ ୪ବର୍ଷ ରହିବା ପରେ ସେ ସ୍ବଦେଶକୁ ଫେରିବେ। ପାକିସ୍ତାନରେ ୩ ୩ଥର ପ୍ରଧାନମନ୍ତ୍ରୀ ହୋଇଥିବା ନଓ୍ବାଜ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଏଥିପାଇଁ ତାଙ୍କୁ ୭ବର୍ଷ ଜେଲ ଦଣ୍ଡାଦେଶର ଶୁଣାଣି ହୋଇଥିଲା। ତେବେ ଦୀର୍ଘଦିନ ପରେ ଶନିବାର ନଓ୍ବାଜ ପାକିସ୍ତାନ ଫେରୁଛନ୍ତି।

ନୱାଜ ବ୍ରିଟେନରେ ଚାରି ବର୍ଷ ରହିଥିଲେ। ବର୍ତ୍ତମାନ ସେ ବ୍ରିଟେନରୁ ଦୁବାଇରେ ପହଞ୍ଚିଛନ୍ତି। ଏହାପରେ ଶନିବାର ପାକିସ୍ତାନରେ ପହଞ୍ଚିବେ। ପାକିସ୍ତାନରେ ପହଞ୍ଚିବା ପରେ ସେ ଏକ ରାଲିରେ ଯୋଗଦେବେ। ପରେ ସାରେ ଲାହୋରର ମିନାର-ଇ-ପାକିସ୍ତାନରେ ଏକ ବିଶାଳ ରାଜନୈତିକ ସମାବେଶରେ ଉଦ୍‌ବୋଧନ ଦେବାର ବ୍ୟବସ୍ଥା ହୋଇଛି। ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ନଓ୍ବାଜ ପ୍ରଧାନମନ୍ତ୍ରୀ ପଦରେ ଲଢିବାର ସମ୍ଭାବନା ରହିଛି। ତାଙ୍କ ଲାହୋର ଗସ୍ତକୁ ନେଇ ପାକିସ୍ତାନର ପୋଲିସ ଠାରୁ ପ୍ରଶାସନ ଆଲଟର୍ର୍ ମୋଡରେ ଅଛନ୍ତି। ରାଲି ପାଇଁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ପାକିସ୍ତାନୀ ଖବରକାଗଜ ଡନ ଅନୁଯାୟୀ, ପାକିସ୍ତାନୀ ସୁରକ୍ଷା ଏଜେନ୍ସି ତାଙ୍କ ଗସ୍ତରେ କିଛି ବିପଦ ଥିବା ନେଇ ଗୃହ ବିଭାଗକୁ ଓ ପୋଲିସକୁ ସତର୍କ ରହିବାକୁ ପରାମର୍ଶ ଦେଇଛି। ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ଅଧିକାରୀମାନେ ଏକ ଉଚ୍ଚ ସ୍ତରୀୟ ବୈଠକ କରିଛନ୍ତି। ନୱାଜଙ୍କ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ପଞ୍ଜାବ ପୋଲିସକୁ ବିଶେଷ ନିର୍ଦ୍ଦେଶ ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri