Posted inଖେଳ

ଭାରତକୁ ବିଶାଳ ଲକ୍ଷ୍ୟ ଦେଲା ପାକିସ୍ତାନ

କଲମ୍ବୋ,୨୩ା୭: ଏମଜର୍ିଂ ଏସିଆ କପ୍‌ ଫାଇନାଲରେ ଭାରତ ‘ଏ’କୁ ବିଶାଳ ଲକ୍ଷ୍ୟ ଦେଇଛି ପାକିସ୍ତାନ ‘ଏ’। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ୍‌ ହରାଇ ୩୫୨ ରନ୍‌ ସଂଗ୍ରହ କରିଛି। ଫଳରେ ଭାରତକୁ ୩୫୩ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି।
ପାକିସ୍ତାନ ପାଇଁ ତାଇବ ତାହିର ସର୍ବାଧିକ ୧୦୮ ରନ ସଂଗ୍ରହ କରିଥିଲେ। ସାହିବଜଦା ଫରହାନ ୬୫ ଏବଂ ସାମ ଆୟୁବ ୫୯ ରନ ସ୍କୋର କରିଥିଲେ। ଓମେର ୟୁସୁଫ ଏବଂ ମୁବାସିର ଖାନ ୩୫-୩୫ ରନରେ ସହଯୋଗ କରିଥିଲେ। ୧୭ ରନ ସ୍କୋର କରି ମହମ୍ମଦ ୱାସିମ ଜୁନିଅର ଅପରାଜିତ ରହିଥିଲେ। ମେହେରାନ ମମତାଜ ୧୩ ରନ ସ୍କୋର କରିଥିଲେ। ମହମ୍ମଦ ହରିସ ଦୁଇ ରନ ସ୍କୋର କରିଆଉଟ ହୋଇଥିଲେ। କାସିମ ଆକ୍ରାମ ଖାତା ଖୋଲିପାରି ନ ଥିଲେ। ରାଜଭାରନ ହଙ୍ଗରଗେକର ଏବଂ ରିୟାନ ପରାଗ ଦୁଇଟି ଲେଖାଏ ଉଇକେଟ ନେଇଥିଲେ। ହର୍ଷିତ ରାଣା, ମାନବ ସୂତାର ଏବଂ ନିଶାନ୍ତ ସିନ୍ଧୁ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri