Posted inଖେଳ

ବର୍ଷା ଯୋଗୁ ପାକିସ୍ତାନକୁ ଫାଇଦା: ୩ ପଏଣ୍ଟ ସହ ଏବେ ଦଳ…

ପାଲେକେଲ,୨।୯: ଏସିଆ କପ୍‌ ୨୦୨୩ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମୁକାବିଲାକୁ କ୍ରିକେଟ ପ୍ରଶଂସକ ଅପେକ୍ଷା କରି ରହିଥିଲେ। ହେଲେ ଏହି ମ୍ୟାଚ୍‌ ବର୍ଷା ଯୋଗୁ ବିନା ଫଳାଫଳରେ ଶେଷ ହୋଇଛି। ଫଳରେ ଉଭୟ ଦଳ ପଏଣ୍ଟ ବାଣ୍ଟିବାକୁ ବାଧ୍ୟ ହୋଇଥିଲେ। ଏହାର ଫାଇଦା ପାକିସ୍ତାନ ଟିମ୍‌କୁ ମିଳିଛି। ଦଳ ଏବେ ସୁପର-୪ ମୁକାବିଲାରେ ପ୍ରବେଶ କରିଥିବା ପ୍ରଥମ ଟିମ୍‌ ପାଲଟିଛି।

କହିରଖୁଛୁ, ଭାରତ ଏବଂ ପାକିସ୍ତାନ ଉଭୟ ଏସିଆ କପ୍‌ର ଗ୍ରୁପ ଏରେ ଅଛନ୍ତି। ଏଥିସହ ତୃତୀୟ ଟିମ୍‌ ନେପାଳ ଅଛି। ଗ୍ରୁପ୍‌ର ପ୍ରଥମ ମୁକାବିଲାରେ ପାକିସ୍ତାନ ନେପାଳକୁ ହରାଇଥିଲା। ଏହାପରେ ଭାରତ ସହ ମୁକାବିଲାରେ ୧-୧ରେ ପଏଣ୍ଟ ବଣ୍ଟାଯାଇଥିଲା। ଏହିଭଳି ପାକିସ୍ତାନ ୩ ପଏଣ୍ଟ ସହ ସୁପର-୪ରେ ପ୍ରବେଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

RCBକୁ ଜିତାଇବା ପରେ ମଧ୍ୟ କାନ୍ଦିଲେ କ୍ରୁନାଲ ପାଣ୍ଡ୍ୟା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୫: IPL ୨୦୨୬ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ଭାବପ୍ରବଣତା, ଉତ୍ସାହ ଏବଂ ଅବିସ୍ମରଣୀୟ ମୁହୂର୍ତ୍ତରେ ପରିପୂର୍ଣ୍ଣ ଥିଲା। ଶେଷ…

ପର୍ନ ଷ୍ଟାରଙ୍କ ସହ କୋହଲି! ଫଟୋ ଭାଇରାଲ୍‌ ପରେ କ୍ରିକେଟ୍‌ ଜଗତରେ…

ନୂଆଦିଲ୍ଲୀ,୧୧।୫: ଆଜିକାଲି ବିରାଟ କୋହଲି IPL ୨୦୨୬ ସିଜିନରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପାଇଁ ଖେଳୁଥିବାର ଦେଖାଯାଉଛି। ପୂରା ସିଜିନରେ କୋହଲି ଦମଦାର ଫର୍ମରେ ଅଛନ୍ତି। ଏହା…

ବରଗଡ଼ ପ୍ରିମିୟର ଲିଗ୍‌: ଅତାବିରା ହ୍ବାଇଟ୍‌ ହର୍ସ ଚାମ୍ପିୟନ, ଯୋଦ୍ଧାସକୁ ରନର୍ସ ଅପ୍‌ ଟ୍ରଫି

ବରଗଡ଼,୧୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ସ୍ଥାନୀୟ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ବରଗଡ଼ ଜିଲା ପ୍ରିମିୟର ଲିଗ୍‌ (ବିଡିପିଏଲ) ରବିବାର ଉଦ୍‌ଯାପିତ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ଚେନ୍ନାଇ ସୁପର କିଙ୍ଗ୍ସର ବଡ଼ ବିଜୟ

ଚେନ୍ନାଇ,୧୦ା୫: ଉର୍ଭିଲ ପଟେଲଙ୍କ ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୫ ଉଇକେଟରେ ଲକ୍ଷ୍ନୌ…

ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ଆରମ୍ଭ: ଭାଗ ନେଲେ ୧୪୦୦ ରେସଲର

ଗୋଣ୍ଡା,୧୦ା୫: ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ରବିବାର ଆରମ୍ଭ ହୋଇଯାଇଛି। ଜାତୀୟ କ୍ୟାମ୍ପ୍ସ ଏବଂ ଭବିଷ୍ୟତରେ ହେବାକୁ ଥିବା ଅନ୍ତର୍ଜାତୀୟ ପ୍ରତିଯୋଗିତା ଚୟନ ପାଇଁ ଜାତୀୟ ଓପନ…

ଦ୍ୱିତୀୟକୁ ଉଠିଲା ଗୁଜରାଟ

ଜୟପୁର,୯ା୫: ଅଧିନାୟକ ଶୁବମନ ଗିଲ୍‌ ଓ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ପରେ ରଶିଦ ଖାନଙ୍କ ୪ ଉଇକେଟ ସଫଳତା ବଳରେ ଶନିବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ…

ଭିନେଶଙ୍କୁ ଡବ୍ଲ୍ୟୁଏଫ୍‌ଆଇର ନୋଟିସ: ଜୁନ୍‌ ୨୬ ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରତିଦ୍ୱନ୍ଦ୍ୱିତା

ନୂଆଦିଲ୍ଲୀ,୯ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଶନିବାର ଭିନେଶ ଫୋଗତଙ୍କ ବିରୋଧରେ ଶୃଙ୍ଖଳାଗତ ଓ ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିବା ସହିତ ବିସ୍ତୃତ କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri