ଟୁଇଟରର ବଡ ଆକ୍ସନ, ପାକିସ୍ତାନ ସରକାରଙ୍କ ଟୁଇଟର ଆକାଉଣ୍ଟକୁ ଭାରତରେ କଲା ବ୍ଲକ

ନୂଆଦିଲ୍ଲୀ/ଇସଲାମାବାଦ,୩୦ ।୩: ଟୁଇଟର ଏକ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଯାଇ ପାକିସ୍ତାନ ସରକାରଙ୍କ ଟୁଇଟର ଆକାଉଣ୍ଟକୁ ଭାରତରେ ବ୍ଲକ କରି ଦେଇଛି । ଟୁଇଟରରେ ଜାରି କରାଯାଇଥିବା ନୋଟିସ ଅନୁଯାୟୀ ଆଇନଗତ କାରଣ ଯୋଗୁ ପାକିସ୍ତାନ ସରକାରଙ୍କ ଆକାଉଣ୍ଟକୁ ବ୍ଲକ କରି ଦିଆଯାଇଛି ।
ଟୁଇଟରର ଗାଇଡ ଲାଇନ ଅନୁଯାୟୀ, ବୈଧ ଆଇନ ଗତ କାର୍ଯ୍ୟାନୁଷ୍ଠାନ, ଯେମିତିକି କୋର୍ଟଙ୍କ ନିର୍ଦ୍ଦେଶ ଅବା ସରକାରଙ୍କ ଦାବି ଉପରେ ଆକାଉଣ୍ଟକୁ ବ୍ଲକ କରିବାକୁ ପଡିଛି ।
ରଏଟର୍ସର ରିପୋର୍ଟ ଅନୁଯାୟୀ, ଅନ୍ୟ ଦେଶ ଯେମିତିକି ଆମେରିକା, କାନାଡା ଆଦି ଦେଶରେ ପାକିସ୍ତାନ ସରକାରଙ୍କ ଟୁୁଇଟର ଆକାଉଣ୍ଟ ଚାଲୁ ରହିଛି । ଏବେ ପର୍ଯ୍ୟନ୍ତ ଏହି ଘଟଣାରେ ଭାରତ ଅବା ପାକିସ୍ତାନର ସୂଚନା ଟେକନିକ ମନ୍ତ୍ରୀଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ଆସିନାହିଁ ।
ପାକିସ୍ତାନର ସରକାରୀ ଟୁଇଟର ଆକାଉଣ୍ଟକୁ ଖୋଲିବା ସମୟରେ ଲେଖାଯାଇଛି, ଭାରତରେ ପାକିସ୍ତାନ ସରକାରଙ୍କ ଟୁଇଟର ଆକାଉଣ୍ଟଭାରତରେ ଏକ ଆଇନଗତ ଦାବିର ଜବାବ ପାଇଁ ବନ୍ଦ କରି ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR)…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?