ଇସଲାମାବାଦରେ ମୁତୟନ ହେଲେ ପାକିସ୍ତାନୀ ସେନା

ଇସଲାମାବାଦ,୨୬ ।୫: ପାକିସ୍ତାନ ସରକାର ଇସଲାମାବାଦରେ ଆଇନ-ଶୃଙ୍ଖଳା ପରିସ୍ଥିତିକୁ ନଜରରେ ରଖି ସେଠାରେ ପାକିସ୍ତାନୀ ସେନା ଯବାନ ମୁତୟନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବୁଧବାର ବିଳମ୍ବିତ ରାତ୍ରିରେ ଏହି ନିର୍ଦ୍ଦେଶ ଦିଆଯାଇଛି । ଏହାର କାରଣ ହେଲା ଯେବେଠାରୁ ଇମ୍ରାନ ସରକାର ବିଦା ହେଲେଣି ସେବେଠାରୁ ବିରୋଧ ପ୍ରଦର୍ଶନ ଜାରି ରହିଛି । ଇମ୍ରାନ ସରକାରଙ୍କ ବିରୋଧରେ ମୋର୍ଚ୍ଚା ଖୋଲିବା ଓ ଲଗାତାର ରାଲି ଜାରି ରହିଛି । ଇମ୍ରାନ ଖାଁ ନିଜ ସମର୍ଥକଙ୍କ ସହ ଆଜାଦ ମାର୍ଚ୍ଚ ବାହାର କରିବାକୁ ଘୋଷଣା କରିଥିଲେ । ଦଳୀୟ କର୍ମୀ ୨୫ ମେ’ରେ ଇସଲାମାବାଦରେ ପହଞ୍ଚିବାର ଥିଲା । ହେଲେ ସରକାର ଏହା ଉପରେ ରୋକ ଲଗାଇ ଦେଇଥିଲେ । ହେଲେ ସୁପ୍ରିମକୋର୍ଟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ କି ଆଜାଦି ମାର୍ଚ୍ଚ ପାଇଁ ପିଟିଆଇକୁ ବ୍ୟାକଲ୍ପିକ ସ୍ଥାନ ଯୋଗାଇ ଦିଆଯାଉ । ଏପଟେ ଇସଲାମାବାଦରେ ପିଟିଆଇ କର୍ମୀଙ୍କ ଭିଡ ସହ କିଛି ସ୍ଥାନରେ ହିଂସାର ଖବର ବି ଆସିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

ସୋନିଆଙ୍କ ବିରୋଧରେ ଦାଖଲ ହେଲା ଅଭିଯୋଗ; ‘ବନ୍ଦେ ମାତରମ’କୁ ଅପମାନ କରିଥିବା…

ନୂଆଦିଲ୍ଲୀ,୧୬।୮: କର୍ନାଟକର ମାଙ୍ଗାଲୁରୁର ଉର୍ଭା ପୋଲିସ ଷ୍ଟେଶନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୋଧରେ ଭାଜପା ନେତାମାନେ ଏକ ଆନୁଷ୍ଠାନିକ ଅଭିଯୋଗ ଦାଖଲ କରିଛନ୍ତି। ସ୍ବାଧୀନତା ଦିବସରେ…

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା

ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri