ଭଡ଼ାରେ ଲାଗିବ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଘର

ଇସ୍‌ଲାମାବାଦ,୫।୮: ପାକିସ୍ତାନର ଆର୍ଥିକ ସ୍ଥିତି ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ କ୍ଷମତାକୁ ଆସିବାର ୩ ବର୍ଷ ମଧ୍ୟରେ ଦେଶର ଅର୍ଥନୀତି ୧୯ ବିଲିୟନ ଡଲାର ହ୍ରାସ ପାଇଛି। ଅବସ୍ଥା ଏପରି ହୋଇଛି ଯେ, ପାକିସ୍ତାନ ସରକାର ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଭଡ଼ାରେ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି।

୨୦୧୯ରେ ଇମ୍ରାନଙ୍କ ସରକାରୀ ବାସଭବନକୁ ଏକ ବିଶ୍ୱବିଦ୍ୟାଳୟରେ ପରିଣତ କରିବା ପାଇଁ ନିଷ୍ପତ୍ତି ହୋଇଥିଲା। ସେଥିପାଇଁ ତାଙ୍କୁ ଘର ଖାଲି କରିବାକୁ ପଡ଼ିଥିଲା। ଏବେ ସରକାର ପୂର୍ବ ନିଷ୍ପତ୍ତି ବଦଳାଇ ଉକ୍ତ ଘରକୁ ଭଡ଼ା ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏବେ ଜନସାଧାରଣ ସଂସ୍କୃତି, ଫେଶନ, ଶିକ୍ଷା ତଥା ଅନ୍ୟାନ୍ୟ ଉତ୍ସବ ପାଳନ ପାଇଁ ଇସ୍‌ଲାମାବାଦର ରେଡ୍‌ ଜୋନ୍‌ରେ ଥିବା ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଭଡ଼ାରେ ନେଇପାରିବେ। ବାସଭବନର ଶୃଙ୍ଖଳା ଓ ଆଦବ କାଇଦା ଯେପରି ବ୍ୟାହତ ନ ହୁଏ, ତାହା ଦେଖିବା ପାଇଁ ଦୁଇଟି କମିଟି ଗଢ଼ାଯାଇଛି। ପାଣ୍ଠି ସଂଗ୍ରହ ପାଇଁ ଇମ୍ରାନ୍‌ଙ୍କ ବାସଭବନର ପ୍ରେକ୍ଷାଳୟ, ଦୁଇଟି ଗେଷ୍ଟ ହାଉସ୍‌, ଲନ୍‌କୁ ଭଡ଼ା ଲଗାଯିବ। ଏହାର ମୁଖ୍ୟ କାର୍ଯ୍ୟସ୍ଥଳୀରେ ଉଚ୍ଚସ୍ତରୀୟ କୂଟନୈତିକ କାର୍ଯ୍ୟକ୍ରମ ଏବଂ ଅନ୍ତର୍ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ

ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ…

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri