ଏଆର୍‌ଓ୍ବାଇ ନ୍ୟୁଜ୍‌ର ଲାଇସେନ୍ସ ରଦ୍ଦ

ଇସଲାମାବାଦ,୧୩ା୮: ଏକ ଅପ୍ରତ୍ୟାଶିତ ପଦକ୍ଷେପରେ ପାକିସ୍ତାନ ଇଲେକ୍ଟ୍ରୋନିକ ମିଡିଆ ନିୟାମକ ପ୍ରାଧିକରଣ (PEMRA) ଏଆରଓ୍ବାଇ ନ୍ୟୁଜ୍‌ର ଅପରେଟିଂ ଲାଇସେନ୍ସକୁ ରଦ୍ଦ କରିଦେଇଛି। ଏହି ପଦକ୍ଷେପ ସହିତ ସରକାର ଚ୍ୟାନେଲକୁ ସ୍ଥାୟୀ ବନ୍ଦ ପାଇଁ ରାସ୍ତା ବି ସଫା କରିଛନ୍ତି। PEMRAର ୧୭୨ ତମ ବୈଠକରେ ଅପରେଟିଂ ଲାଇସେନ୍ସ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି। ସମ୍ପ୍ରତି ଅନୁଷ୍ଠାନର ମୁଖ୍ୟ ଭାବରେ ନିଯୁକ୍ତ ସଲିମ ବାଗ୍‌ ଏହି ସଭାରେ ଅଧ୍ୟକ୍ଷତା କରିଥିଲେ। ଏହାପୂର୍ବରୁ ଗୃହ ମନ୍ତ୍ରଣାଳୟ ଏକ ବିଜ୍ଞପ୍ତିରେ କହିଛି, ଏଜେନ୍ସିଗୁଡିକ ପକ୍ଷରୁ ମିଳିଥିବା ରିପୋର୍ଟକୁ ଆଧାର କରି ମେସର୍ସ ଏଆରଓ୍ବାଇ ସଞ୍ଚାର ପ୍ରାଇଭେଟ୍‌ ଲିମିଟେଡ୍‌ (ARY News) ସପକ୍ଷରେ ଜାରି କରାଯାଇଥିବା ଏନ୍‌ଓସି ତୁରନ୍ତ ବାତିଲ କରାଯାଉଛି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଜମିରେ ଜୈବିକ ପଦ୍ଧତିରେ ଖତସାର ପ୍ରୟୋଗ ଜରୁରୀ, ଉର୍ବରତା ବଢ଼ିବା ସହ…

ମହାକାଳପଡ଼ା,୪ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କୃଷି ଓ କୃଷକର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବ୍ୟାପକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କୃଷି ପ୍ରଣାଳୀ ଉପରେ…

ଆଫଗାନିସ୍ତାନ ବିପକ୍ଷ ସିରିଜ୍‌ ପୂର୍ବରୁ ଭାରତୀୟ ଦଳକୁ ଶକ୍ତ ଝଟ୍‌କା: କୋହଲି ବିଦା

ନୂଆଦିଲ୍ଲୀ,୪।୬: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସିରିଜ ଆରମ୍ଭ ହେବାକୁ ଯାଉଛି। ପ୍ରଥମେ ଜୁନ ୬ରୁ ଏକ ଟେଷ୍ଟ ମ୍ୟାଚ ଖେଳାଯିବ। ଏହା ପରେ ଜୁନ ୧୩ରୁ…

ଶ୍ୱଶୁରଘର ଗାଁ ଚାଷଜମିରେ ଜ୍ୱାଇଁଙ୍କ ମୃତଦେହ, ଅଭିଯୋଗ ଆଣି ମୃତକଙ୍କ ମା’ କହିଲେ ବୋହୂ ତାଙ୍କ…

ଆଳି,୪ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନାଟରା ଗ୍ରାମର ବାବନ ସେଠୀ(୪୫)ଙ୍କ ମୃତଦେହ ତାଙ୍କ ଶ୍ୱଶୁରଘର ମାନପୁର ଗାଁ ଚାଷଜମିରୁ ଜବତ କରାଯାଇଛି। ତାଙ୍କୁ…

ଶଗଡ଼କୁ ଧକ୍କା ଦେଲା ହାଇଓ୍ବା: ଚାଲିଗଲା ୨ ସାଙ୍ଗଙ୍କ ଜୀବନ, କାନ୍ଦବୋବାଳିରେ ଫାଟିପଡ଼ୁଛି ଗାଁ

ଦିଗପହଣ୍ଡି,୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଇକ ଜଗନ୍ନାଥପୁର-ପ୍ରତାପଗିରି ଗ୍ରାମ ଛକ ପୋଖରୀ ନିକଟ ବୁଲାଣି ରାସ୍ତାରେ ଦ୍ରୁତଗତିରେ ଯାଉଥିବା ବାଲି ବୋଝେଇ ହାଇୱା…

ବନ୍ଧା ହେଲେ ଆୟକର ଅଧିକାରୀ: ୪ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ଭଦ୍ରକ, ୪।୬(ସନାତନ ରାଉତ): ଭଦ୍ରକ ଆୟକର ସୁପରିଟେଣ୍ଡେଣ୍ଟ ରମେଶ ମହାନ୍ତିଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି ସିବିଆଇ। ଜଣେ ବ୍ୟକ୍ତିଙ୍କ ନକଲି ପାନ କାର୍ଡ ଡିଲିଟ…

ଓଡ଼ିଶାକୁ କେନ୍ଦ୍ରର ବଡ଼ ଉପହାର: ଏହି ୪ ଜିଲା ହେବେ ଉପକୃତ, ୮,୩୦୦.୭୯ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ…

ଭୁବନେଶ୍ୱର, ୪/୬ (ସୁନିତ୍‌ ମିଶ୍ର): ଓଡ଼ିଶାର ଯୋଗାଯୋଗ ଏବଂ ଅର୍ଥନୈତିକ ବିକାଶ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ବରୂପ କେନ୍ଦ୍ର କ୍ୟାବିନେଟ୍‌ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ଉପକୂଳ ଅଞ୍ଚଳରେ ବୃଦ୍ଧିପାଉଛି ଦେଶୀ ହାଣ୍ଡିଆ ଭାଟି: ନିଶା ସେବନ କରି ଯୁବପିଢ଼ି…

ମହାକାଳପଡ଼ା,୪ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦିନକୁ ଦିନ ବୃଦ୍ଧି ପାଉଛି ଦେଶୀ ହାଣ୍ଡିଆ ଭାଟି। ବିଶେଷ କରି ଏହି ଅଞ୍ଚଳର…

ଜୁନ୍‌ ୨୦ ପାଇଁ ୧୦ ବିଭାଗର ତତ୍ପରତା: ପୂରାଦମ୍‌ରେ ଲାଗିପଡ଼ିଛନ୍ତି ଅଧିକାରୀ

ଭୁବନେଶ୍ୱର,୪ା୬(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଶୀର୍ଷରେ ପହଞ୍ଚାଇବା ଲକ୍ଷ୍ୟ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରାଜ୍ୟବାସୀଙ୍କୁ ପାନୀୟଜଳ ଯୋଗାଇବାଠାରୁ ଆରମ୍ଭ କରି ଗମନାଗମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri