ସ୍ବିଡେନରେ କୁରାନକୁ ଅପମାନିତ କରିବା ଉପରେ ଦେଶବ୍ୟାପୀ ବିରୋଧପ୍ରଦର୍ଶନ କରିବ ପାକିସ୍ତାନ

ଇସଲାମାବାଦ,୫।୭: ସ୍ବିଡେନରେ ଜଣେ ବ୍ୟକ୍ତି ଇଦ ଅବସରରେ ଖୋଲାଖୋଲି ଭାବେ କୁରାନକୁ ଜାଳି ଦେଇଥିଲେ, ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଅନେକ ଦେଶ ମଧ୍ୟ କୁରାନର ଅପମାନକୁ ନେଇ ଆପତ୍ତି ଉଠାଇଥିବାବେଳେ ବର୍ତ୍ତମାନ ପାକିସ୍ତାନ ସରକାର ସ୍ବିଡେନରେ କୁରାନର ଅପମାନ ବିରୋଧରେ ଦେଶବ୍ୟାପୀ ବିରୋଧ କରିବେ ଏବଂ ଏହା ପୂର୍ବରୁ ମିଳିତ ସଂସଦ ଅଧିବେଶନ ଡକାଯିବ। ସରକାର ଶୁକ୍ରବାର ପବିତ୍ର କୁରାନ ଦିବସ ପାଳନ କରିବେ।

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ଶରିଫଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ପ୍ରତିବାଦରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ଶହାବାଜ ଦେଶର ସମସ୍ତ ପ୍ରାନ୍ତରୁ ଲୋକଙ୍କୁ ଅନୁରୋଧ କରିଛନ୍ତି। ଜୁଲାଇ ୭ ଅର୍ଥାତ୍‌ ଶୁକ୍ରବାର ଦେଶବ୍ୟାପୀ ବିରୋଧ ପ୍ରଦର୍ଶନ କରାଯିବ ଏବଂ ସରକାର ଜୁଲାଇ ୬ରେ ସଂସଦର ମିଳିତ ଅଧିବେଶନ ଡାକିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ଭେଟି ବଡ଼ ଘୋଷଣା କଲେ ଚାଇନା ରାଷ୍ଟ୍ରପତି: ଚାହିଁ ରହିଗଲା ସାରା ବିଶ୍ୱ

ବେଜିଂ,୧୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସେମାନଙ୍କର ଐତିହାସିକ ଶିଖର ସମ୍ମିଳନୀ ପାଇଁ ବେଜିଂରେ ପହଞ୍ଚିଛନ୍ତି। ଗୁରୁବାର ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ବେଜିଂରେ ଟ୍ରମ୍ପଙ୍କୁ ସ୍ବାଗତ…

ସିବିଏସଇ ଦାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ।…

୨୦ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୪ା୫(ରବିନାରାୟଣ ଜେନା):ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ…

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ଏତିକି ଟଙ୍କା ଯାଏ କିଣିପାରିବେ ପେଟ୍ରୋଲ, ପେଟ୍ରୋଲ-ଡିଜେଲ ନିୟମରେ ସରକାର କଲେ ବଡ଼ ପରିବର୍ତ୍ତନ!

ନୂଆଦିଲ୍ଲୀ,୧୪।୫: କେରଳରେ ପେଟ୍ରୋଲ ଏବଂ ଡିଜେଲ କ୍ରୟ ସମ୍ୱନ୍ଧୀୟ ନୂତନ ନିୟମାବଳୀ ଜାରି କରାଯିବା ସମ୍ପର୍କରେ ଖବର ପ୍ରକାଶ ପାଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କେରଳର ଇନ୍ଧନ…

ସେବାରୁ ଆରମ୍ଭ, ସ୍ୱାର୍ଥରେ ଶେଷ

ଏବକାର ଭାରତରେ ରାଜନୀତିଜ୍ଞମାନେ ଇଂଲିଶ ଅକ୍ଷର ଏସ୍‌(S)କୁ ଜପାମାଳି କରି ଦେଇଛନ୍ତି। ଏହା ମାଧ୍ୟମରେ ସେମାନେ ଦେଶସେବା କରିବାର ଛଳନା କରୁଛନ୍ତି। ପ୍ରତ୍ୟେକ ସ୍ଲୋଗାନ, ପ୍ରତ୍ୟେକ ଯୋଜନା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri