ଇମ୍ରାନଙ୍କ ସୁରକ୍ଷା ଫେରାଇ ନେଲେ ପାକିସ୍ତାନ ସରକାର

ଇସଲାମାବାଦ,୨୯ ।୧: ରାଜଧାନୀ ପୋଲିସ ପିଟିଆଇ ଅଧ୍ୟକ୍ଷ ତଥା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଘର ବନି ଗାଲାରୁ ସୁରକ୍ଷା ଫେରାଇ ନେଇଛନ୍ତି ଓ କାର୍ଯ୍ୟବାହକ ପ୍ରାନ୍ତିୟ ସରକାର ତାଙ୍କ ସୁରକ୍ଷାରେ ନିୟୋଜିତ ଥିବା ସୁରକ୍ଷାର୍କମୀଙ୍କୁ ଫେରାଇ ନେଇଛନ୍ତି । ଏହି ଖବର ପିଟିଆଇ ଅଧ୍ୟକ୍ଷ ଦ ନ୍ୟୁଜ ଇଣ୍ଟରନ୍ୟାଶନଲ ଖବର କାଗଜକୁ ଦେଇଛନ୍ତି ।
ରିପୋର୍ଟ ଅନୁଯାୟୀ, ଇମ୍ରାନ ଖାଁ ପୂର୍ବତନ ରାଷ୍ଟ୍ରପତି ଓ ପିପିପିର ସହ-ଅଧ୍ୟକ୍ଷ ଆସିଫ ଅଲି ଜରଦାରୀଙ୍କ ଉପରେ ଆତଙ୍କବାଦୀ ସଙ୍ଗଠନକୁ ଠିକା ଦେଇ ତାଙ୍କୁ ହତ୍ୟା କରିବାର ଯୋଜନା କରୁଥିବା ଅଭିଯୋଗ ରହିଛି । ଏହାପରେ ତାଙ୍କ ସୁରକ୍ଷାକୁ ହଟାଇ ଦିଆଯାଇଛି । ସୂଚନାଯୋଗ୍ୟ, ୱଜିରବାଦ ଆକ୍ରମଣ ପରେ ଖେବର ପଖତୁନୱାରର ୫୦ ପୋଲିସ ଖାଁଙ୍କ ସୁରକ୍ଷାରେ ନିୟାଜିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧା ହେଲେ ଆୟକର ଅଧିକାରୀ: ୪ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ଭଦ୍ରକ, ୪।୬(ସନାତନ ରାଉତ): ଭଦ୍ରକ ଆୟକର ସୁପରିଟେଣ୍ଡେଣ୍ଟ ରମେଶ ମହାନ୍ତିଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି ସିବିଆଇ। ଜଣେ ବ୍ୟକ୍ତିଙ୍କ ନକଲି ପାନ କାର୍ଡ ଡିଲିଟ…

ଉପକୂଳ ଅଞ୍ଚଳରେ ବୃଦ୍ଧିପାଉଛି ଦେଶୀ ହାଣ୍ଡିଆ ଭାଟି: ନିଶା ସେବନ କରି ଯୁବପିଢ଼ି…

ମହାକାଳପଡ଼ା,୪ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦିନକୁ ଦିନ ବୃଦ୍ଧି ପାଉଛି ଦେଶୀ ହାଣ୍ଡିଆ ଭାଟି। ବିଶେଷ କରି ଏହି ଅଞ୍ଚଳର…

ଜୁନ୍‌ ୨୦ ପାଇଁ ୧୦ ବିଭାଗର ତତ୍ପରତା: ପୂରାଦମ୍‌ରେ ଲାଗିପଡ଼ିଛନ୍ତି ଅଧିକାରୀ

ଭୁବନେଶ୍ୱର,୪ା୬(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଶୀର୍ଷରେ ପହଞ୍ଚାଇବା ଲକ୍ଷ୍ୟ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରାଜ୍ୟବାସୀଙ୍କୁ ପାନୀୟଜଳ ଯୋଗାଇବାଠାରୁ ଆରମ୍ଭ କରି ଗମନାଗମନ…

ଯାହାକୁ ଡରୁଥିଲେ ଟ୍ରମ୍ପ, ଶେଷରେ ତାହା ହିଁ ଘଟିଲା: ନିଜ ଲୋକ ବି ଦେଲେ ଧୋକା

ଓ୍ବାଶିଂଟନ୍‌,୪।୬: ଇରାନ ସହିତ ସଂଘର୍ଷକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଇରାନ ବିରୋଧରେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନକୁ ସୀମିତ କରିବା…

ରୋହିଗାଁ’ରୁ ବନ୍ଧାହେଲେ ୨୦ ଜୁଆଡି: ୫ ଲକ୍ଷ ୪୪ ହଜାର ଟଙ୍କା ସହ…

ବ୍ରହ୍ମପୁର, ୪/୬(ସୁବାସ ଚନ୍ଦ୍ର ପାଢ଼ୀ): ସଦର ଥାନା ପୋଲିସ ବୁଧବାର ବିଳମ୍ବିତ ରାତିରେ ରୋହିଗାଁରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡାରେ ଚଢାଉ କରିଥିଲା। ସେଠାରୁ…

ବଳଭଦ୍ର ଜୈବିକ ଚାଷ ମିଶନ ପାଇଁ ଦାରିଙ୍ଗବାଡି ମନୋନୀତ:ଚାଷ ପାଇଁ ଅଣ୍ଟା ଭିଡ଼ିଲେ ଚାଷୀ

ଦାରିଙ୍ଗବାଡି, ୪।୬ (ଅରୁଣ ସାହୁ): କାଳବୈଶାଖୀ ବର୍ଷା ଚାଷୀଙ୍କ ପାଇଁ ଆଣିଛି ଖୁସିର ମୂହୁର୍ତ୍ତ। ପ୍ରଚଣ୍ଡ ଖରାରେ ଚାଷ ଜମି ଫାଟି ଆଁ କରିଥିବାବେଳେ ଏବେ ବର୍ଷା…

ଅକାମୀ ହୋଇପଡ଼ିଛି ବିଦ୍ୟୁତ ଟ୍ରାନ୍ସଫର୍ମର: ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ

ଆର. ଉଦୟଗିରି,୪।୬(ମନୋଜ କୁମାର ପାଢୀ):ଅକାମୀ ହୋଇଛି ବିଦ୍ୟୁତ ଟ୍ରାନ୍ସଫର୍ମର। ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗଜପତି ଜିଲା…

ବାଦ୍ୟଯନ୍ତ୍ର ନିର୍ମାଣରେ ସିଦ୍ଧହସ୍ତ ରତ୍ନାକର: ପ୍ରୋତ୍ସାହନ ଅଭାବରୁ ବିତୁଛି ଅବହେଳିତ ଜୀବନ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ):ପଶ୍ଚିମ ଓଡ଼ିଶାର ଲୋକକଳାର ବିଭିଧତା ଓ ବିଭବତାକୁ ନେଇ ଜାତୀୟ ଓ ଆନ୍ତର୍ଜାତିକ ସ୍ତରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଛି। ଦ୍ୱିତୀୟତଃ ଲୋକକଳା ଅଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri