୫୦ ପାଇଲଟଙ୍କ ଲାଇସେନ୍ସ ବାତିଲ କଲା ପାକିସ୍ତାନ ସରକାର

ଇସ୍ଲାମାବାଦ,୨୦।୧୨ : ମିଛ ପ୍ରମାଣପତ୍ର ଦେଇଥିବା ୫୦ ପାଇଲଟଙ୍କ ଲାଇସେନ୍ସ ବାତିଲ କରିଛି ପାକିସ୍ତାନ ସରକାର। ସେମାନେ କେଉଁଭଳି ଭାବେ ମିଛ ପ୍ରମାଣପତ୍ର ହାସଲ କଲେ, ତାହା ଅନୁସନ୍ଧାନ କରିବ ବେସାମରିକ ବିମାନ ଚଳାଚଳ ପ୍ରାଧିକରଣ (ସିଏଏ)। ଏ ନେଇ ସିଏଏ ଦେଶର ସର୍ବୋଚ୍ଚ କୋର୍ଟକୁ ଜଣାଇଛି।

ଚଳିତ ବର୍ଷ ମେ ୨୨ ତାରିଖରେ ଘଟିଥିବା ବିମାନ ଦୁର୍ଘଟଣା ପରେ କିଛି ପାଇଲଟଙ୍କ ନିକଟରେ ଯୋଗ୍ୟତା ନ ଥିଲେ ମଧ୍ୟ ଫେକ୍‌ ପ୍ରମାଣପତ୍ର ଦେଇ ବିମାନ ଚଳାଉଥିବା ଜଣାପଡ଼ିଥିଲା। ଏହି ଦୁର୍ଘଟଣାରେ ୯୭ ଜଣଙ୍କ ମୃତ୍ୟୁ ହୋଇଥିଲା। ଦେଶରେ ସକ୍ରିୟ ଥିବା ୮୬୦ ପାଇଲଟଙ୍କ ମଧ୍ୟରୁ ୨୬୦ ବିମାନ ଚାଳକ ମିଛ ପ୍ରମାଣପତ୍ର ଦେଇଛନ୍ତି ନ ହେଲେ ସେମାନେ ଚିଟିଂ କରି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେମାନଙ୍କ ନାମ ସାର୍ବଜନୀନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri