ଅଞ୍ଜୁଙ୍କ ଭିସାକୁ ଏକ ବର୍ଷ ବୃଦ୍ଧି କଲେ ପାକିସ୍ତାନ ସରକାର

ଇସଲାମାବାଦ,୯।୮: ପାକିସ୍ତାନ ୩୪ ବର୍ଷୀୟ ଭାରତୀୟ ମହିଳାଙ୍କ ଭିସାକୁ ଏକ ବର୍ଷ ବୃଦ୍ଧି କରିଛି। ଯିଏ ତାଙ୍କ ଫେସବୁକ ବନ୍ଧୁଙ୍କୁ ବିବାହ କରିବା ପାଇଁ ଖେବର ପାଖ୍ଟନଖୱା ପ୍ରଦେଶର ଏକ ଗ୍ରାମକୁ ଯାଇଥିଲେ। ମଙ୍ଗଳବାର ତାଙ୍କ ପାକିସ୍ତାନୀ ସ୍ବୀମୀ ଏହି ସୂଚନା ଦେଇଛନ୍ତି। ଦୁଇ ସନ୍ତାନର ମା’ ଅଞ୍ଜୁ ବିବାହ ପୂର୍ବରୁ ଇସଲାମ ଧର୍ମ ଗ୍ରହଣ କରିଥିଲେ। ତେବେ ଅଞ୍ଜୁ ଏହା ପୂର୍ବରୁ କହିଥିଲେ ଯେ, ସେ ବିବାହ କରିବା ପରେ ଭାରତ ଫେରିବେ। ଇସଲାମ ଗ୍ରହଣ କରିବା ପରେ ଅଞ୍ଜୁ ତାଙ୍କର ନୂଆ ନାମ ଫାତିମା ରଖିଛନ୍ତି। ଜୁଲାଇ ୨୫ରେ, ଅଞ୍ଜୁ ତାଙ୍କର ୨୯ ବର୍ଷୀୟ ବନ୍ଧୁ ନାସରୁଲ୍ଲାଙ୍କୁ ବିବାହ କରିଥିଲେ, ଯିଏ ପ୍ରଦେଶର ଉପର ଦିର ଜିଲାରେ ରୁହନ୍ତି। ୨୦୧୯ରେ ଉଭୟଙ୍କର ଫେସବୁକ ମାଧ୍ୟମରେ ବନ୍ଧୁତା ହୋଇଥିଲା।

ନାସରୁଲ୍ଲା ମଙ୍ଗଳବାର କହିଛନ୍ତି ଯେ ଅଞ୍ଜୁଙ୍କ ଭିସା ପୂର୍ବରୁ ଦୁଇମାସ ବୃଦ୍ଧି କରାଯାଇଥିଲା, ଏବେ ତାଙ୍କ ବିବାହ ପରେ ଏକ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ତାଙ୍କର ଏକ ମାସର ଭିସା ଅଗଷ୍ଟ ୨୦ରେ ସମାପ୍ତ ହେବାର ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ…

ନବରଙ୍ଗପୁରରେ ଲଜ୍ଜା; ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲକୁ ଟାଣିନେଇ ବଳାତ୍କାର ଅଭିଯୋଗ, ଚିତ୍କାର ଶୁଣି ଦୌଡ଼ି ଆସିଲେ ଗ୍ରାମବାସୀ

ନବରଙ୍ଗପୁର,୧।୧୦(ସଦାଶିବ ପ୍ରହରାଜ ): ମାନବିକତାକୁ ଲଜ୍ଜିତ କଲା ଅମାନବୀୟ ଘଟଣା । ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲରେ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଙ୍ଗଲରୁ…

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

୫୫ ବର୍ଷର ଦିନିକିଆ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମିଶିକି କଲେ ବିଶ୍ୱରେକର୍ଡ

ଗୁଆହାଟୀ,୧।୧୦:ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଗୁଆହାଟୀର ବାରସାପାରା କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ କ୍ରିକେଟ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ୧୯୭୧ରୁ ଆରମ୍ଭ…

ଆଉ ଏକ ମାଇଲଷ୍ଟୋନ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ: ବିଶ୍ୱର ସବୁଠୁ କନିଷ୍ଠ କ୍ରିକେଟର୍‌ ଭାବେ କଲେ…

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ତଥା ‘ୱଣ୍ଡରକିଡ’ ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ସଫଳତା। ମାତ୍ର ୧୫ ବର୍ଷ ବୟସରେ…

୦,୦,୦,୦,୦,୦… ଭାରତ ବିପକ୍ଷରେ ଶ୍ରୀଲଙ୍କାର ଲଜ୍ଜାଜନକ ରେକର୍ଡ, ଅଧା ଖେଳାଳି….

ନୂଆଦିଲ୍ଲୀ,୧।୧୦ : ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍‌ର ଦ୍ୱିତୀୟ ସେମିଫାଇନାଲରେ ଶ୍ରୀଲଙ୍କାକୁ ଏକତରଫା ଭାବେ ହରାଇ ଫାଇନାଲରେ ପହଞ୍ଚିଛି ଭାରତ । ଭାରତୀୟ ଦଳ ଶ୍ରୀଲଙ୍କାକୁ…

କେମିତି କରିବେ ସଞ୍ଚୟ ଆଉ କେମିତି ବଢ଼ିବ ଧନ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିର ସମୟରେ ବି ଅତ୍ୟନ୍ତ ଲୋକପ୍ରିୟ। ବିଶେଷକରି ଯୁବବର୍ଗଙ୍କ ପାଇଁ ଏହାକୁ ଜାଣିବା ଏବଂ ଜୀବନରେ ଆପଣାଇବା ଅତ୍ୟନ୍ତ ଆବଶ୍ୟକ। ମୌର୍ଯ୍ୟ ସାମ୍ରାଜ୍ୟର…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?