ଆତଙ୍କବାଦ ବିରୋଧରେ ପାକିସ୍ତାନ କ୍ୱଚିତ୍‌ ପଦକ୍ଷେପ ନେଉଛି

ଇସ୍‌ଲାମାବାଦ,୨୭ା୬: ଆଫଗାନିସ୍ତାନରେ ସକ୍ରିୟ ଥିବା ଦୁର୍ଦ୍ଧର୍ଷ ହକାନି ନେଟ୍‌ଓ୍ବର୍କ ସମେତ ଭାରତକୁ ଟାର୍ଗେଟ କରୁଥିବା ଆତଙ୍କବାଦୀ ସଂଗଠନଗୁଡ଼ିକ ବିରୋଧରେ ପାକିସ୍ତାନ କ୍ୱଚିତ୍‌ ପଦକ୍ଷେପ ନେଉଥିବା ଓ୍ବାଶିଂଟନ ପକ୍ଷରୁ ପ୍ରକାଶିତ ବାର୍ଷିକ ଆତଙ୍କବାଦ ରିପୋର୍ଟରେ କୁହାଯାଇଛି। ଆମେରିକା ପରରାଷ୍ଟ୍ର ବିଭାଗର ସମାଲୋଚନା ଇସ୍‌ଲାମାବାଦକୁ କ୍ଷୁବ୍ଧ କରିଛି। ଆମେରିକାର ଏହି ରିପୋର୍ଟ ପାକ୍‌ ପାଇଁ ଏକ ଚେତାବନୀ ବୋଲି ଆତଙ୍କବାଦୀ ସଂଗଠନଗୁଡ଼ିକ ଉପରେ ନଜର ରଖିଥିବା ପାକିସ୍ତାନ ଇନ୍‌ଷ୍ଟିଚ୍ୟୁଟ ଫର୍‌ ପିସ୍‌ ଷ୍ଟଡିଜ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅମିର ରାଣା କହିଛନ୍ତି। ଫାଇନାନ୍ସିଆଲ ଆକ୍ସନ ଟାସ୍କଫୋର୍ସ (ଏଫ୍‌ଏଟିଏଫ୍‌)ର କଳାତାଲିକାରୁ ବର୍ତ୍ତିବାକୁ ହେଲେ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ବନ୍ଦ କରିବା ଏବଂ ଉକ୍ତ ନେଟଓ୍ବର୍କଗୁଡ଼ିକୁ ଧ୍ୱଂସ କରିବା ଦିଗରେ ପାକିସ୍ତାନକୁ ବହୁତ କିଛି କରିବାକୁ ହେବ। ୨୦୧୮ରୁ ଏଫ୍‌ଏଟିଏଫ୍‌ ପାକିସ୍ତାନକୁ ଧୂସର (ଗ୍ରେ) ତାଲିକାରେ ରଖିଛି। କଳାତାଲିକାରୁ ବର୍ତ୍ତିବାକୁ ହେଲେ ତୁରନ୍ତ ଆତଙ୍କବାଦୀ ସଂଗଠନଗୁଡ଼ିକ ବିରୋଧରେ ପଦକ୍ଷେପ ଗ୍ରହଣ କରିବା ଲାଗି ଚଳିତ ମାସରେ ଟାସ୍କଫୋର୍ସ ଇସ୍‌ଲାମାବାଦକୁ ଜଣାଇଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଡାଗାସ୍କରରେ ଆଇଓଆଇଜି ଖେଳର ଉଦ୍‌ଘାଟନୀ ସମୟରେ ଅଘଟଣ: ୧୨ ମୃତ, ୮୦ ଆହତ

ମାଡାଗାସ୍କର,୨୬।୮: ଆଫ୍ରିକୀୟ ଦେଶ ମାଡାଗାସ୍କରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ମାଡାଗାସ୍କରରେ ଅନୁଷ୍ଠିତ ଭାରତୀୟ ମହାସାଗର ଦ୍ୱୀପ ଖେଳ (ଆଇଓଆଇଜି)ର ଉଦଘାଟନୀ ସମାରୋହରେ ୧୨ଜଣଙ୍କର ମୃତ୍ୟୁ...

କରୋନା ନେଲାଣି ଲକ୍ଷେ ୬୫ ହଜାର ଜୀବନ: ଆମେରିକାରେ ମୃତକଙ୍କ ସଂଖ୍ୟା ୪୦,୦୦୦ ଟପିଲା

ଓ୍ବାଶିଂଟନ,୨୦।୪: ପୃଥିବୀ ସାରା କରୋନା ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ବର୍ତ୍ତମାନ ସୁଦ୍ଧା ପୃଥିବୀରେ ଲକ୍ଷେ ୬୫ ହଜାର ୨୨୯ କରୋନା ସଂକ୍ରମିତଙ୍କ...

ଆଡଲ୍ଫ ହିଟ୍‌ଲରଙ୍କ ଘଣ୍ଟା ନିଲାମ, ଏତିକି ଦାମ୍‌ରେ ହେଲା ବିକ୍ରି

ଓ୍ବାଶିଂଟନ,୩୦ା୭: ଏକଛତ୍ରବାଦୀ ଶାସକ ଆଡଲ୍ଫ ହିଟଲରଙ୍କ ଘଣ୍ଟା ଆମେରିକାରେ ୧୧ ଲକ୍ଷ ଡଲାର ଅର୍ଥାତ୍‌ ଭାରତୀୟ ମୁଦ୍ରାରେ ୮ କୋଟି ୭୧ ଲକ୍ଷ ୧୪ ହଜାର...

ଶରଣାର୍ଥୀ ହେଲେଣି ୪୪ ଲକ୍ଷରୁ ଅଧିକ ୟୁକ୍ରେନ୍‌ ନାଗରିକ, ଜାତିସଂଘ ରିପୋର୍ଟ…

ଜେନେଭା, ୯।୪ : ରୁଷିଆ ୟୁକ୍ରେନ୍‌ ଯୁଦ୍ଧ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଇତିମଧ୍ୟରେ ୪୪ ଲକ୍ଷରୁ ଅଧିକ ୟୁକ୍ରେନ୍‌ ନାଗରିକ ପଡ଼ୋଶୀ ଦେଶରେ ଶରଣାର୍ଥୀ...

ଇମ୍ରାନ ଖାନ୍‌ ପାକିସ୍ତାନ ପାଇଁ ବିପଦ, ବିଦେଶ ଯିବା ଉପରେ ଲାଗୁ ରୋକ

ଇସାଲାମାବାଦ,୨୭।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଜାତିସଂଘରେ ଜମ୍ମୁ-କଶ୍ମୀର ପ୍ରସଙ୍ଗ ଉଠାଇବାକୁ ଚେଷ୍ଟା କରୁଥିଲେ ମଧ୍ୟ ସବୁଆଡୁ ତାଙ୍କୁ ବିଫଳତାର ସାମ୍ନା କରିବାକୁ ପଡିଛି। ଏଥିପାଇଁ...

ଚନ୍ଦ୍ରରେ ଦୁର୍ଘଟଣାଗ୍ରସ୍ତ ହେବାକୁ ଯାଉଛି ରକେଟ୍‌

ନୂଆଦିଲ୍ଲୀ,୧୫।୨: ଏକ ପୁରୁଣା ଚାଇନିଜ ରକେଟ୍‌ ଆସନ୍ତା ୪ ତାରିଖରେ ଲୁନାର ପୃଷ୍ଠରେ ଦୁର୍ଘଟଣାଗ୍ରସ୍ତ ହେବାକୁ ଯାଉଛି। ପ୍ରୋଜେକ୍ଟ ପ୍ଲୁଟୋ ଚଳାଉଥିବା ଜ୍ୟୋର୍ତିବିଜ୍ଞାନ ବିଲ ଗ୍ରେ...

ଆମେରିକା- ଦକ୍ଷିଣ କୋରିଆ ଉଡ଼ାଇଲେ ୨୦ ଯୁଦ୍ଧ ବିମାନ, କିମ୍‌ଙ୍କ ଚିନ୍ତା ବଢ଼ିଲା …

ଓ୍ବାଶିଂଟନ/ସିଓଲ, ୮।୬ : ଉତ୍ତର କୋରିଆ ସହ ତିକ୍ତତା ମଧ୍ୟରେ ଆମେରିକା ଏବଂ ଦକ୍ଷିଣ କୋରିଆର ୨୦ଟି ଯୁଦ୍ଧ ବିମାନ ମଙ୍ଗଳବାର ଦକ୍ଷିଣ କୋରିଆର ପଶ୍ଚିମ...

ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ଅଷ୍ଟ୍ରେଲିଆର ସମର୍ଥନ…

ନ୍ୟୁୟର୍କ, ୨୪।୯: ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ରେ ସଂସ୍କାର ଆଣିବାକୁ ଆହ୍ବାନ ଦେଇ ଅଷ୍ଟ୍ରେଲିଆର ବୈଦେଶିକ ମନ୍ତ୍ରୀ ପେନି ୱଙ୍ଗ ଭାରତ ଏବଂ...

Advertisement
Archives

Model This Week