‘ଧ୍ୱଂସ ଆଡ଼କୁ ଗତି କରୁଛି ପାକିସ୍ତାନ’

ଇସଲାମାବାଦ,୧୮ା୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ କହିଛନ୍ତି, ଦେଶ ଧ୍ୱଂସ ଆଡ଼କୁ ଗତି କରୁଛି। ଏପରିକି ବାଂଲାଦେଶ ପରି ପାକିସ୍ତାନ ଖଣ୍ଡ ଖଣ୍ଡ ହୋଇଯିବ। ଶାସକ ଦଳ ତାଙ୍କ ବିରୋଧରେ ଷଡ଼ଯନ୍ତ୍ର କରିଥିବା ଅଭିଯୋଗ ଆଣି ଏପରି କହିଛନ୍ତି । ଜମା ପାର୍କରେ ଥିବା ତାଙ୍କ ବାସଭବନରୁ ଏକ ଭିଡିଓ ବାର୍ତ୍ତାରେ ଇମ୍ରାନ ଏହା କହିଛନ୍ତି। ସେ କହିଛନ୍ତି, ଦେଶ ବିପର୍ଯ୍ୟୟ ଆଡ଼କୁ ଗତି କରୁଛି। ତେଣୁ ରାଜନୈତିକ ଅସ୍ଥିରତାକୁ ଦୂର କରିବାର ଏକମାତ୍ର ଉପାୟ ହେଉଛି ନିର୍ବାଚନ। ସେ ଆହୁରି ମଧ୍ୟ କହିଛନ୍ତି, ସରକାରୀ ଅନୁଷ୍ଠାନଗୁଡ଼ିକୁ ନଷ୍ଟ କରାଯାଉଛି। ପାକିସ୍ତାନ ସେନାକୁ ବଦନାମ କରାଯାଉଛି। ମୁଁ ବାରମ୍ବାର କହୁଛି, ମୁଁ କୌଣସି ସରକାରୀ ଅନୁଷ୍ଠାନର ଆଭ୍ୟନ୍ତରୀଣ କାର୍ଯ୍ୟରେ ହସ୍ତକ୍ଷେପ କରୁନାହିଁ। ମୋ’ ବିରୋଧରେ ବାରମ୍ବାର ଷଡ଼ଯନ୍ତ୍ର କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri