ଥମୁନି ଇମ୍ରାନ୍‌ଙ୍କ ସମସ୍ୟା, ଗୋପନୀୟତା ଅଧିନିୟମ ଅଧିନରେ ମାମଲା ରୁଜୁ, ହୋଇପାରେ ମୃତ୍ୟୁଦଣ୍ଡ

ଇସଲାମାବାଦ,୧୯।୮: ସାଇଫର ମାମଲାରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଅଧିକାରୀ ଗୋପନୀୟତା ଅଧିନିୟମ ୧୯୨୩ ଅଧିନରେ ମାମଲା ରୁଜୁ ହୋଇଛି। ଫେଡେରାଲ ଇନଭେଷ୍ଟିଗେଶନ ଏଜେନ୍ସି (ଏଫଆଇଏ) ର ଆତଙ୍କବାଦ ନିରୋଧୀ ଶାଖା ପାକିସ୍ତାନ ତେହେରିକ-ଇ-ଇନସାଫ ଚେୟାରମ୍ୟାନ୍‌ଙ୍କ ବିରୋଧରେ ଏକ ମାମଲା ରୁଜୁ କରିଥିଲା, ଯାହା ଗତ ବର୍ଷ ଏପ୍ରିଲରେ ଅନାସ୍ଥା ପ୍ରସ୍ତାବ ପରେ ତାଙ୍କୁ ଏହି ପଦରୁ ହଟାଇ ଦିଆଯାଇଥିଲା।

ସରକାରୀ ସୂତ୍ରରୁ ପ୍ରକାଶ ଯେ, ନିକଟରେ ସଂଶୋଧିତ ଆଇନର ଧାରା ୫ ଅନୁଯାୟୀ ପିଟିଆଇ ମୁଖ୍ୟଙ୍କ ଉପରେ ମାମଲା ରୁଜୁ କରାଯାଇଛି। ତେବେ ଅଧିକାରୀମାନେ ଏଫ୍‌ଆଇଆରର ଏକ କପି ବାଣ୍ଟିବାକୁ ଅନିଚ୍ଛା ପ୍ରକାଶ କରିଛନ୍ତି। ଧାରା ୫ ଅନୁଯାୟୀ ହୋଇଥିବା ଅପରାଧ ଯଦି କୋର୍ଟରେ ପ୍ରମାଣିତ ହୁଏ ତେବେ ଦୁଇରୁ ୧୪ ବର୍ଷ କାରାଦଣ୍ଡ ହୋଇପାରେ ଏବଂ କିଛି ମାମଲାରେ ମୃତ୍ୟୁଦଣ୍ଡ ବି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଫେରାଇଲେ ଡ୍ରାଇଭର, ପ୍ରଶଂସା କରି ଲୋକେ କହିଲେ…

ପୁରୀ,୨୭ା୬(ଅଜିତ କୁମାର ମହାନ୍ତି): କାର୍‌ରେ ଯାତ୍ରୀ ଛାଡ଼ିଯାଇଥିବା ପ୍ରାୟ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା ଭର୍ତ୍ତି…

ସମୁଦ୍ରର ଉଚ୍ଚ ଜୁଆରରେ କୂଳ ଲଂଘୁଛି; ବେଳାଭୂମିର ଦ୍ରୁତ ଅବକ୍ଷୟ, ସମୁଦ୍ର ଗର୍ଭରେ ଲୀନ ହେବାର ଆଶଙ୍କାରେ ଉପକୂଳବର୍ତ୍ତୀ ଅଞ୍ଚଳ

ଗଞ୍ଜାମ, ୨୭।୬ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧଠାରୁ ପ୍ରୟାଗୀ ପର୍ଯ୍ୟନ୍ତ ବେଳାଭୂମି ଗତ କିଛି ଦିନ ଧରି ଦ୍ରୁତ…

ଶ୍ରୀମନ୍ଦିର ପ୍ରଶାସନର ବଡ଼ ସୂଚନା, ୧୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୨୭।୬: ଦିନକ ପରେ ଶ୍ରୀଜିଉଙ୍କ ପବିତ୍ର ସ୍ନାନଯାତ୍ରା। ଏନେଇ ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର। ସ୍ନାନଯାତ୍ରାର ସ୍ବତନ୍ତ୍ର ନୀତିକାନ୍ତି ପାଇଁ ୧୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ…

ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୪ ଜଣଙ୍କୁ ବାନ୍ଧିଲା ପୋଲିସ

ବଞ୍ଚୋ/ହାଟଡିହୀ/ଛେନାପଦୀ,୨୭ା୬(ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଏବଂ ଆନନ୍ଦପୁର ଏସ୍‌ଡିପିଓ ଚଢ଼ାଉ କରି ୧୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଏଥିରେ…

କାର୍‌କୁ ଧକ୍କା ଦେଇ ଓଲଟିଲା ଟାୟାର ବୋଝେଇ ଟ୍ରକ୍‌, ଡ୍ରାଇଭରଙ୍କ ସମେତ…

ମୋହନା,୨୭ା୬(ମନ୍ମଥ ମିଶ୍ର): କାର୍‌କୁ ଧକ୍କା ଦେଇ ଓଲଟି ପଡ଼ିଛି ଟାୟାର ବୋଝେଇ ଟ୍ରକ୍‌। ଡ୍ରାଇଭରଙ୍କ ସମେତ ୫ ଆହତ ହୋଇଛନ୍ତି। ଗଜପତି ଜିଲା ଅଡ଼ବା ଥାନା ନାଳାଘାଟ…

ବିରାଟ କୋହଲି ହଠାତ ଟେଷ୍ଟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ହେଲା ବଡ଼ ଖୁଲାସା…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟର ‘ରନ ମେଶିନ’ ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ପ୍ରାୟ ବର୍ଷେରୁ ଅଧିକ ସମୟ ବିତିଗଲାଣି। ହେଲେ ଆଜି ବି ପ୍ରଶଂସକଙ୍କ…

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ, ଯୁବତୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଯୁବତୀ ଜଣକ ଘରେ ଶୋଇଥିଲା ବେଳେ କେତେଜଣ…

ହର୍ମୁଜ ଦେଇ ଯାଉଥିବା ଜାହାଜଗୁଡ଼ିକୁ ଦେବାକୁ ପଡ଼ିବ ଟ୍ୟାକ୍ସ! ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ କହିଲା…

ମସ୍କାଟ,୨୭ା୬: ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ ହର୍ମୁଜ ପ୍ରଣାଳୀ ଆଉ ପୂର୍ବ ପରି ଚାଲିପାରିବ ନାହିଁ। ରଣନୈତିକ ସମୁଦ୍ର ପଥରେ ପରିବହନ କରୁଥିବା ଜାହାଜଗୁଡ଼ିକୁ ଭବିଷ୍ୟତରେ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri