ନୂଆ ସଙ୍କଟରେ ପାକିସ୍ତାନ: ପାଓ୍ବାର ସିଷ୍ଟମ ଫେଲ୍‌…

ଇସଲାମାବାଦ,୨୩।୧ : ଗୋଟିଏ ପରେ ଗୋଟିଏ ସଙ୍କଟ ଦେଇ ପାକିସ୍ତାନ ଗତି କରୁଛି। ଭୟଙ୍କର ଅର୍ଥନୈତିକ ସଙ୍କଟ ଏବଂ ମୁଦ୍ରାସ୍ଫୀତିରୁ ମୁକ୍ତି ପାଇବାରେ ଅସମର୍ଥ ହେଉଥିବା ପାକିସ୍ତାନ ଏବେ ଏକ ନୂଆ ଅସୁବିଧା ପଡ଼ିଛି। ଦେଶରେ ପାଓ୍ବାର ସିଷ୍ଟମ ଫେଲ ହୋଇଛି। ଫଳରେ ବିଦ୍ୟୁତ ଯୋଗାଣ ବ୍ୟାହତ ହୋଇଛି। ଇସଲାମାବାଦ, ଲାହୋର ଏବଂ କରାଚି ଭଳି ବଡ ସହରରେ ସମସ୍ୟା ଉପୁଜିଛି।

ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡିଛି ଯେ ପାକିସ୍ତାନର ଶକ୍ତି ମନ୍ତ୍ରଣାଳୟ କହିଛି ଯେ ସୋମବାର ସକାଳ ପ୍ରାୟ ୭ଟା ୩୦ ସମୟରେ ପାକିସ୍ତାନର ନ୍ୟାଶନାଲ ଗ୍ରୀଡର ସିଷ୍ଟମ ଫ୍ରିକ୍ୱେନ୍ସି ବିଫଳ ହୋଇଛି। ଏହି କାରଣରୁ, ବିଦ୍ୟୁତ ବ୍ୟବସ୍ଥା ସମଗ୍ର ଦେଶରେ ପ୍ରଭାବିତ ହେତୁ ବିଦ୍ୟୁତ ଯୋଗାଣରେ ବିଫଳତା ଦେଖାଦେଇଛି। ମରାମତି କାମ ଚାଲିଛି। ପାକିସ୍ତାନର ମିଡିଆ ଅନୁଷ୍ଠାନ ମଧ୍ୟ କହିଛି ଯେ ଲାହୋରର କରାଚିର ଅନେକ ଅଞ୍ଚଳରେ ବିଦ୍ୟୁତ ନାହିଁ।

କେ-ଇଲେକ୍ଟ୍ରିକ ମୁଖପାତ୍ର ଇମ୍ରାନ ରାଣା ତାଙ୍କ ଟୁଇଟର ପୋଷ୍ଟରେ କହିଛନ୍ତି ଯେ ସହରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ବିଭ୍ରାଟ ସମ୍ପର୍କରେ ଅନେକ ଖବର ଆସିଛି। ଆମେ ଏହି ଘଟଣାର ଅନୁସନ୍ଧାନ କରୁଛୁ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri