ବନ୍ଦ ହୋଇଯିବ ପାକିସ୍ତାନ ଇଣ୍ଟରନ୍ୟାଶନାଲ ଏୟାରଲାଇନ୍ସ , ବାତିଲ କଲା ୫୦୦ରୁ ଅଧିକ ବିମାନ ଉଡାଣ

ଇସଲାମବାଦ,୨୭।୧୦: ପାକିସ୍ତାନ ଇଣ୍ଟରନ୍ୟାଶନାଲ ଏୟାରଲାଇନ୍ସ (ପିଆଇଏ) ବର୍ତ୍ତମାନ ବନ୍ଦ ହେବା ସମୟରେ ଆସି ପହଞ୍ଚିଛି। ଦେଶରେ ଅର୍ଥନୈତିକ ଅଚଳାବସ୍ଥା ଜାରି ରହିଥିବାବେଳେ ଟଙ୍କl ଅଭାବରୁ କମ୍ପାନୀ ମଧ୍ୟ ବନ୍ଦ ହେବା ସ୍ଥିତିରେ ପହଞ୍ଚିଛି। ଇନ୍ଧନ ଅଭାବରୁ କମ୍ପାନୀ ଗତ ୧୧ଦିନ ମଧ୍ୟରେ ୫୦୦ରୁ ଅଧିକ ବିମାନକୁ ବାତିଲ କରିଛି। ଅକ୍ଟୋବର ୧୩ରୁ ପିଆଇଏ ୫୩୭ଟି ବିମାନ ବାତିଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?